ବହୁ ଚର୍ଚ୍ଚିତ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ, ଫିଟିପାରିଲାନି ହତ୍ୟାକାଣ୍ଡର ଗୁମର
ଝାରସୁଗୁଡ଼ା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ବହୁଚର୍ଚ୍ଚିତ ହତ୍ୟାକାଣ୍ଡକୁ ବର୍ଷେ ପୁରିଛି । ହେଲେ ନବ ଦାସଙ୍କୁ କାହିଁକି ଓ କେଉଁ କାରଣରୁ ହତ୍ୟା କରାଗଲା ତାହା ଏବେ ବି ରହସ୍ୟ ଘେରରେ ରହିଛି । ଇତିମଧ୍ୟରେ କ୍ରାଇମ୍ବ୍ରାଞ୍ଚ ତଦନ୍ତ କରି ଝାରସୁଗୁଡ଼ା ଜିଲ୍ଲା ଦୌରା…