ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ, ଜଣେ ସିକ୍ୟୁରିଟି ଗାର୍ଡ ମୃତ
ବଲାଙ୍ଗିର: ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ। ବଲାଙ୍ଗିର ଟାଉନ ଥାନା ପାଟଣା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ସିକ୍ୟୁରିଟି ଗାର୍ଡ ଜଣଙ୍କ ହେଲେ ସିଦ୍ଧାର୍ଥ ପ୍ରଧାନ।
ସୂଚନା ଅନୁସାରେ ଗତକାଲି…