Latest Odisha News

BREAKING NEWS

Yearly Archives

2024

ଗଣତନ୍ତ୍ର ଦିବସରେ ପ୍ରଧାନମନ୍ତ୍ରୀ ନୁହେଁ, ରାଷ୍ଟ୍ରପତି କରନ୍ତି ପତାକା ଉତ୍ତୋଳନ…ଜାଣନ୍ତୁ କାରଣ

ନୂଆଦିଲ୍ଲୀ: ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ । କାଶ୍ମୀରରୁ କନ୍ୟାକୁମାରୀ ଯାଏଁ ସବୁଠି ତ୍ରି-ରଙ୍ଗରେ ରଙ୍ଗାୟିତ। ଆଜି ରାଷ୍ଟ୍ରପତିଙ୍କ ଦ୍ୱାରା ପତାକା ଉତ୍ତୋଳନ କରାଯାଇଛି। ମାତ୍ର ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ପତାକା ଉତ୍ତୋଳନ କରୁଥିବା ବେଳେ ସାଧାରଣତନ୍ତ୍ର ଦିବସରେ…

ମ୍ୟାଚ ଫିକ୍ସିଂ ନେଇ ବିବିଏଲରୁ ବିଦା ହେଲେ କି ଶୋଏବ?

କରାଚୀ: ପାକିସ୍ତାନର ପୂର୍ବତନ ଅଧିନାୟକ ଶୋଏବ ମଲିକ ବାଂଲାଦେଶ ପ୍ରିମିୟର ଲିଗରୁ ହଠାତ ବିଦା ହୋଇଛନ୍ତି । ଫର୍ଚୁନ ୱାରିଶାଲ ଟିମ ତାଙ୍କ କଂଟ୍ରାକ୍ଟ ଶେଷ କରିଛି । ଶୋଏବ ମ୍ୟାଚ ଫିକ୍ସିଂରେ ଜଡିତ ଥିବା ଯୋଗୁ ଏହି ପଦକ୍ଷେପ ଗ୍ରହଣ କରାଯାଇଥିବା ଅନୁମାନ କରାଯାଇଛି । ଜାନୁୟାରୀରେ ୨୨ରେ ଏକ…

ଭାଙ୍ଗିବ ମୋରାରଜୀ ଦେସାଇଙ୍କ ରେକର୍ଡ, ଫେବ୍ରୁଆରୀ ୧ରେ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଫେବ୍ରୁଆରୀ ୧ରେ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୨୦୨୪ ଲୋକସଭା ନିର୍ବାଚନ ପାଇଁ ଚଳିତ ଥରର ବଜେଟ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ହେବନି। ତେବେ ହେଉଛି କ୍ରମାଗତ ଭାବରେ ପାଞ୍ଚ ଥର ପୂର୍ଣ୍ଣାଙ୍ଗ ବଜେଟ୍‌ ଏବଂ ଥରେ ଅନ୍ତରୀଣ ବଜେଟ୍‌…

ଇଂଲଣ୍ଡ ବିପକ୍ଷରେ ଭାରତ ୧୭୫ ରନରେ ଅଗ୍ରଣୀ

ହାଇଦ୍ରାବାଦ: ଇଂଲଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଭାରତ ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୭୫ ରନର ଅଗ୍ରଣୀ ହାସଲ କରିନେଇଛି । ଷ୍ଟମ୍ପସ ଅପସାରଣ ବେଳକୁ ଭାରତ ୭ ୱିକେଟ ବିନିମୟରେ ୪୨୧ ରନ କରିଛି । ରବୀନ୍ଦ୍ର ଜାଡେଜା ୮୧ ଓ ଅକ୍ଷର ପଟେଲ ୩୫ ରନ କରି ଅପରାଜିତ ଅଛନ୍ତି । ପୂର୍ବରୁ…

ପରମବୀର ଚକ୍ରରେ କାହିଁକି ଥାଏ ଇନ୍ଦ୍ରଙ୍କ ବଜ୍ର ଚିହ୍ନ, କଣ ରହିଛି ଏହା ପଛର କାହାଣୀ

ଭୁବନେଶ୍ଵର: ପରମବୀର ଚକ୍ର ପଦକ ସେହି ସାହସୀ ସୈନିକମାନଙ୍କୁ ଦିଆଯାଏ, ଯେଉଁମାନେ ଶତ୍ରୁମାନଙ୍କ ସାମ୍ନାରେ ସାହସିକତାର ସହ ସବୁଠାରୁ ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିଥାଆନ୍ତି । ପରମବୀର ଚକ୍ର ପଦକ ସେନାର ସମସ୍ତ ସୈନିକଙ୍କ ପାଇଁ ଏକ ବିଶେଷ ମହତ୍ଵ ବହନ କରିଥାଏ । ତେବେ ଯଦି ଆପଣ ଏହି…

ଆରଜେଡି ସହ ନୀତୀଶଙ୍କ ବିବାଦ: ଦିଲ୍ଲୀରେ ଅମିତ ଶାହଙ୍କ ବୈଠକ, ଭାଙ୍ଗିବ କି ସରକାର?

ପାଟନା: ୨୦୨୨ରେ ବିଜେପି ସହ ସମ୍ପର୍କ ଛିନ୍ନ କରିବା ପରେ ଲାଲୁଙ୍କ ଦଳ ଆରଜେଡି ସହ ଦ୍ଵିତୀୟ ଥର ସମ୍ପର୍କ ଗଢ଼ିଥିଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। କିନ୍ତୁ ଏହି ସଂପର୍କର ଅବଧି କେତେ ଦିନ ରହିବ ତାକୁ ନେଇ ଚର୍ଚ୍ଚା ହେଉଥିଲା। କିନ୍ତୁ ସାଧାରଣ ନିର୍ବାଚନର କିଛି ମାସ ପୂର୍ବରୁ…

ବୋରିଗୁମ୍ମା ଦୁର୍ଘଟଣାରେ ୩ମୃତ, ପ୍ରତି ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା 

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟଣା। ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଲେ । ଏଥିସହ ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଓ ଆହତଙ୍କ…

ୟୁ.ଟି.ଆ କାର୍ଯ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି

ଭୁବେନଶ୍ଵର: ଦେଶ ପାଳିଛି ୭୫ତମ ସାଧାରଣତନ୍ତ୍ର ଦିବସ । ସେଥିପାଇଁ ସାରା ରାଜ୍ୟରେ ଜାତୀୟ ଧ୍ଵଜା ସମ୍ମାନର ସହ ଉତ୍ତୋଳନ କାରଯାଇଛି । ଏହି ପରିପେକ୍ଷୀରେ ମିଳିତ ଶିକ୍ଷକ ଓ କର୍ମଚାରୀ ସଂଘ(ୟୁ.ଟି.ଆ) କାର୍ଯ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଛି । ଏହି ଉପଲକ୍ଷେ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ, ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ

ଭୁବନେଶ୍ୱର: ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ୫୦ ଜଣଙ୍କୁ ମିଳିଛି ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ। ରାଜ୍ୟ ଆରକ୍ଷୀ ବାହିନୀ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ…

ପାପର ପ୍ରାୟଶ୍ଚିତ ପାଇଁ ମହୋଦଧିରେ ସ୍ନାନ କଲେ କଂସ ମହାରାଜ, ମହାପ୍ରଭୁଙ୍କ କ୍ଷମା ମାଗିଲେ

ପୁରୀ: ସରିଲା ବିଶ୍ବ ପ୍ରସିଦ୍ଧ ବରଗଡର ଧନୁଯାତ୍ରା । କଂସ ବଧ ସହିତ ଶେଷ ହୋଇଛି ଧନୁଯାତ୍ରା । କଂସ ବଦ୍ଧ ପରେ ମଥୁରା ନଗରୀକୁ ଫେରିଛନ୍ତି କୃଷ୍ଣ ଓ ବଳରାମ । ସେପଟେ ଧନୁଯାତ୍ରା ସାରି ପୁରୀରେ ପହଞ୍ଚିଛନ୍ତି ମହାରାଜ କଂସ ଭୂମିକାରେ ଅଭିନୟ କରିବା ଥିବା ହୃଷିକେଶ ଭୋଇ । ଧନୁଯାତ୍ରାରେ…