ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ପ୍ରକଳ୍ପର ଭବ୍ୟତାପୂର୍ଣ୍ଣ ପରିବେଶକୁ ଦେଖି ଖୁସିବ୍ୟକ୍ତ କଲେ
ଭୁବନେଶ୍ଵର: ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
5-T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ମଧ୍ୟ…