ୱାର୍ଲଡ୍ ରେକର୍ଡ କଲା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା
ଅଯୋଧ୍ୟା: ଆଉ ଏକ କୀର୍ତ୍ତିମାନ ଅର୍ଜନ କରିଛନ୍ତି ଓଡ଼ିଶାର ଖ୍ୟାତନାମା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଭବ୍ୟ ରାମ ମନ୍ଦିରରେ ପ୍ରଭୁ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ପ୍ରସ୍ତୁତ କରିଥିବା ବାଲୁକାକଳା ବିଶ୍ୱ ରେକର୍ଡ ଅର୍ଜନ କରିଛି । ୱାର୍ଲଡ୍ ରେକର୍ଡ ବୁକ୍…