ଆହୁରି ସହଜ ହେବ ଜଗା ଦର୍ଶନ, ପୁରୀକୁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ସେବା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ରାଜ୍ୟରେ ଆରମ୍ଭ ହେଲା ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ । ଏହାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବସ୍ ଗୁଡିକ ଜିଲ୍ଲା ସଦରମହକୁମା ରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମା’ ମାନଙ୍କ…