ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ଶହ ଶହ ପଶୁପକ୍ଷୀ ବଳି
ବଲାଙ୍ଗୀର: ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ । ଆଜି ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ କୁଳିତାପଡା ପଞ୍ଚାୟତର ପାଳିତ ହେଉଛି ଶୁଲିଆ ମହୋତ୍ସବ । ପଶୁପକ୍ଷୀଙ୍କ ବଳିରେ ରକ୍ତାକ୍ତ ହେବ ଗାଁ ରାସ୍ତା । ଏଥିପାଇଁ ଖଇରଗୁରା ଗାଁର ବଡ଼ଖଳା ଓ କୁମୁରିଆ ଗାଁର…