ଲକ୍ଷ୍ମୀ ସାଆନ୍ତାଣୀ ଯେଉଁଠି ଅଛନ୍ତି ସେଠି ଭଣ୍ଡାର କେବେ ଖାଲି ରହିବ କି? ୫ଟି ଅଧକ୍ଷ ଭି କେ ପାଣ୍ଡିଆନଙ୍କୁ ଛାତ୍ର…
ପୁରୀ: 5T ଅଧକ୍ଷ ଭିକେ ପାଣ୍ଡିଆନଙ୍କ ଶ୍ରୀମନ୍ଦିର ଗସ୍ତକୁ ବିରୋଧ କଲା ଛାତ୍ର କଂଗ୍ରେସ । ପରିକ୍ରମା ପ୍ରକଳ୍ପକୁ କେନ୍ଦ୍ର କରି ହୋଇଥିବା ପ୍ରତିଶୃତି ପୁରଣ ନ ହେବା ଏବଂ ୪ଟି ଶୌଚାଳୟ ଓ ରାସ୍ତା ନିର୍ମାଣ କରି ଜଗତର ନାଥ ଜଗନ୍ନାଥ ଙ୍କ ନାମରେ ରାଜନୀତି କରିବା ତଥା ଅର୍ପଣ ରଥ ମାଧ୍ୟମରେ ନିଜ…