Latest Odisha News

BREAKING NEWS

Yearly Archives

2024

‘ଆକାଶ ଏନଜି’ର ସଫଳ ପରୀକ୍ଷଣ, ଲକ୍ଷ୍ୟଭେଦ କ୍ଷମତା ୪୫ରୁ ୫୦ କିଲମିଟର

ବାଲେଶ୍ଵର: ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଆକାଶ ଏନଜି’ ର ସଫଳ ପରୀକ୍ଷଣ । ଆଇଟିଆର୍ ପକ୍ଷରୁ ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ଦିନ ୧୦ଟା ୩୦ ମିନିଟରେ ଏହି ପରୀକ୍ଷଣ କରାଯାଇଛି । ‘ଆକାଶ ଏନଜି’ର ଲକ୍ଷ୍ୟଭେଦ କ୍ଷମତା ୪୫ରୁ ୫୦ କିଲମିଟର । ସଫଳତାର ସହିତ…

ଆରମ୍ଭ ହେଲା ଇଣ୍ଟରନେସନାଲ୍ କ୍ରାଫ୍ଟ ସମିତ, ଯୋଗ ଦେଲେ ବଲିଉଡ଼ ଅଭିନେତା ନବାଜୁଦ୍ଦିନ୍ ସିଦ୍ଦିକି

ଯାଜପୁର: ଯାଜପୁର ଜିଲ୍ଲା ବ୍ୟାସନଗର ଠାରେ ଇଣ୍ଟରନେସନାଲ୍ କ୍ରାଫ୍ଟ ସମ୍ମିଟ୍ ବା ଆନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଭର୍ଚୁଆଲ ମୋଡ଼ରେ ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ହସ୍ତତନ୍ତ, ବସ୍ତ୍ର ଏବଂ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆୟୋଜିତ…

ଘୁଞ୍ଚିଲା ସମ୍ବଲପୁର ଜିଏମ୍ ୟୁନିଭରସିଟି ପରୀକ୍ଷା

ସମ୍ବଲପୁର: ନୂଆ ‘ଓ’ କାର୍ଯ୍ୟକ୍ରମ ପାଇଁ ଘୁଞ୍ଚିଲା ସମ୍ବଲପୁର ଜିଏମ୍ ୟୁନିଭରସିଟିର ପରୀକ୍ଷା । ଜାନୁଆରୀ ୧୩ ରେ ହେବାକୁ ଥିବା ପରୀକ୍ଷା ୨୪ ତାରିଖରେ ହେବ । ଆସନ୍ତକାଲି (ଶନିବାର) ସମ୍ବଲପୁର ମନ୍ଦଲିଆ ଗ୍ରାଉଣ୍ଡରେ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶାର କାର୍ଯ୍ୟ ପାଇଁ ଆୟୋଜନ କରାଯାଉଛି ।…

ପୁଣିଥରେ କ୍ଷୋଭ ପ୍ରକାଶ କଲେ ପୁରୀ ଶଙ୍କରାଚାର୍ଯ୍ୟ, କହିଲେ ନିର୍ବାଚନ ପ୍ରକ୍ରିୟା ମାଧ୍ୟମରେ ଆମେ ଏହି ପଦବୀକୁ…

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ପାଇଁ ଏବେ ସମଗ୍ର ଦେଶରେ ଉତ୍ସବର ମାହୋଲ । ଏହାରି ଭିତରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଶଙ୍କରାଚାର୍ଯ୍ୟ ଯୋଗ ନଦେବା ପ୍ରସଙ୍ଗ ମଧ୍ୟ ପୁରା ଦେଶକୁ ସରଗରମ କରିଛି । ସ୍ଵାମୀ ଅଭିମୁକ୍ତେଶ୍ଵରାନନ୍ଦ ସରସ୍ଵତୀ ଓ ସ୍ଵାମୀ ନିଶ୍ଚଳାନନ୍ଦ…

ଏମପି-ଏମଏଲଏଙ୍କ ବିରୋଧରେ ଫୌଜଦାରୀ ମାମଲା, ପ୍ରଥମରେ ଖୋର୍ଦ୍ଧା ଦ୍ଵିତୀୟରେ ସୁନ୍ଦରଗଡ

କଟକ: ରାଜ୍ୟର ସାସଂଦ ଓ ବିଧାୟକଙ୍କ ନାଁରେ ୨୦୨୩ ଡିସେମ୍ବର ସୁଦ୍ଧା ପଡ଼ିରହିଛି ୪୨୩ ଫୌଜଦାରୀ ମାମଲା । ବିଚାରଧୀନ ମାମଲାର ତ୍ୱରିତ ଶୁଣାଣି ହେବ । ରାଜ୍ୟ ସରକାର ଏ ନେଇ କଣ ପଦକ୍ଷେପ ନେଇଛନ୍ତି, ସେସବୁ ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସେଥି ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ…

ଭିଜିଲାନ୍ସ ଜାଲରେ ଟ୍ରାଫିକ୍ ପୋଲିସ, ପାଖରୁ ମିଳିଲା ୧୧ଲକ୍ଷ ଟଙ୍କା

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ତାଳଚେର ଟ୍ରାଫିକ ଇନସ୍ପେକ୍ଟର । ଟ୍ରାଫିକ ଇନସ୍ପେକ୍ଟର ଜିତେନ୍ଦ୍ର ବେହେରାଙ୍କ ନିକଟରୁ ୨୪ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । କାରରେ ତାଳଚେରରୁ ଅସ୍ତରଙ୍ଗ ଯିବା ବାଟରେ ବାଲିଅନ୍ତା ତ୍ରିନାଥ ବଜାର ନିକଟରୁ ୧୧ଲକ୍ଷ ୧୫ ହଜାର ୪୭୦ ଟଙ୍କା ସହ ସେ…

ନକ୍ସଲଙ୍କ ଗୁଳିରେ ଟଳି ପଡିଲେ ଆଉଜଣେ ନକ୍ସଲ

ଝାଡଖଣ୍ଡ: ନକ୍ସଲଙ୍କ ଗୁଳିରେ ଟଳି ପଡିଲେ ଆଉଜଣେ ନକ୍ସଲ । ପୋଲିସ ଇନଫର୍ମର ସନ୍ଦେହରେ ନିଜର ପୁରୁଣା ସାଥୀକୁ ଗୁଳି ମାରି ହତ୍ୟା କରିଛନ୍ତି ନକ୍ସଲ । ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ଦେଖିବାକୁ ମିଳିଛି ଏହି ଘଟଣା । ମୃତକ ନକ୍ସଲ ଜଣଙ୍କ ହେଉଛନ୍ତି ସମଥା ଗାଁର ନେଲସନ୍ ଭେଙ୍ଗ୍ରା । ସୂଚନା…

ସମୁଦ୍ର ଭିତରେ ୨୨ କିଲୋମିଟରର ଅଟଳ ସେତୁ, ଆଜି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରରେ ସାଢ଼େ ୩୦ହଜାର କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଏହି ଅବସରରରେ ଦେଶର ଦୀର୍ଘତମ ସମୁଦ୍ର ସେତୁକୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରାୟ…

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା: ଆଜି ଠାରୁ ୧୧ଦିନିଆ ସ୍ଵତନ୍ତ୍ର ‘ଅନୁଷ୍ଠାନ’ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାରେ ଯୋଗଦେବା ପୂର୍ବରୁ ଦେଶବାସୀଙ୍କୁ ଏକ ସ୍ଵତନ୍ତ୍ର ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବାର ପୂଣ୍ୟ ଅବସର ମିଳିଥିବାରୁ ପ୍ରଭୁଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । …

ଶ୍ରୀମନ୍ଦିରରେ ଡିଅର ପୁରୁଷ ଟିମ୍, ମହାପ୍ରଭୁଙ୍କୁ କଲେ ପ୍ରଥମ ଟିକେଟ୍ ସମର୍ପଣ

ପୁରୀ: ଭିନ୍ନ ଏକ କାହାଣୀକୁ ନେଇ ଖୁବ୍ ଶିଘ୍ର ମୁକ୍ତିଲାଭ କରିବାକୁ ଯାଉଛି ଛଳଚ୍ଚିତ୍ର ଡିଅର ପୁରୁଷ । ଏହାରି ଭିତରେ ଶ୍ରୀମନ୍ଦିର ସାମ୍ନାରେ ଫିଲ୍ମଟିର ଗ୍ରାଣ୍ଡ ପ୍ରୀମିଅର ସୋ କରାଯାଇଛି । ପ୍ରଥମ ଟିକେଟ କୁ ମହାପ୍ରଭୁଙ୍କ ପାଖରେ ଅର୍ପଣ କରିଛି ପୁରା ଟିମ୍ । ଗତକାଲି ଚଳଚ୍ଚିତ୍ରର ପ୍ରଯୋଜକ…