ବ୍ଲାକ୍ ପଲସର ଲୁଟେରା ସମେତ ବେଆଇନ କଫ ସିରଫ ଚାଲାଣ କାରୀକୁ ଧରିଲା ପୋଲିସ
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ପୋଲିସ କୁ ପୁଣି ମିଳିଛି ବଡ ସଫଳତା । କଳା ପଲସର ଲୁଟେରା ସମେତ ବେଆଇନ କଫ ସିରଫ ଚାଲାଣକାରୀକୁ ଧରିଲା ପୋଲିସ । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ । କଳା ପଲସର ଗାଡ଼ିରେ ଆସି ସୁନାହାର ସହ ବିଭିନ୍ନ ଛିନ୍ତାଇ ଘଟଣାରେ ୩ ଜଣ…