ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ବରଗଡ଼: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ। କଂସ ଭୂମିକା ପାଇଁ ସେ ମନୋନୀତ ହୋଇଛନ୍ତି। ଉତ୍ତମ ଅଭିନୟ ଓ ଉଚ୍ଚକୋଟୀର ସଂଳାପ ପାଇଁ ସେ ଅନ୍ୟ ତିନି ଜଣଙ୍କୁ ପଛରେ ପକାଇଛନ୍ତି। ଭୁବନେଶ୍ୱର ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା…