ଭିଜିଲାନ୍ସ ଜାଲରେ ଆରଆଇ ବାବୁ, ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍
କେନ୍ଦୁଝର: ବର୍ଷ ଆରମ୍ଭରୁ ଆକ୍ସନ ମୋଡରେ ଭିଜିଲାନ୍ସ ଟିମ୍ । ଭିଜିଲାନ୍ସ ଜାଲରେ ପଡିଲେ ଆରଆଇ ବାବୁ । ଜମି ମ୍ୟୁଟେସନ ପାଇଁ ୨୦ ହଜାର ଲାଞ୍ଚ ନେବାବେଳେ ବିଲେଇପଦା ଆରଆଇ ମୀର୍ ମହମ୍ମଦ ଖାନ୍ଙ୍କୁ ମାଡି ବସିଲା ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବର୍ତ୍ତମାନ ମୀର୍…