ରାଜ କୁନ୍ଦ୍ରାଙ୍କୁ ସମନ ପଠାଇଲା ଇଡି, କାର୍ଯ୍ୟାଳୟରେ ହାଜର ପାଇଁ ନିର୍ଦ୍ଦେଶ
ମୁମ୍ବାଇ: ବଢ଼ିଲା ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କ ଅଡୁଆ। ପୁଣି ଜେରା କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ତାଙ୍କୁ ପଚରାଉଚରା କରିବା ପାଇଁ ମୁମ୍ବାଇ ଇଡି ଅଫିସକୁ ଡକାଯାଇଛି। ପର୍ଣ୍ଣଗ୍ରାଫି ଓ ଆଡଲ୍ଟ ଫିଲ୍ମ ବଣ୍ଟନ ଅଭିଯୋଗ ଏବଂ ମନିଲଣ୍ଡରିଂ ମାମଲାରେ ଇଡି…