Latest Odisha News

BREAKING NEWS

Yearly Archives

2024

ଇଡି ଜାଲରେ ରାଜ କୁନ୍ଦ୍ରା-ଶିଳ୍ପା ସେଟ୍ଟୀ: ଘର ଓ କାର୍ଯ୍ୟାଳୟରେ ଚଢଉ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ନିର୍ମାତା ରାଜ କୁନ୍ଦ୍ରାଙ୍କ ଘରେ ଇଡି ଚଢଉ କରିଛି। ଏହି ରେଡ୍ ସାନ୍ତା କ୍ରୁଜରେ ଅବସ୍ଥିତ ଅଭିନେତ୍ରୀଙ୍କ ଘରେ କରାଯାଇଛି। ୨୯ ନଭେମ୍ବର ଦିନ ସକାଳ ୬ଟାରେ ଇଡି ଅଧିକାରୀମାନେ ଶିଳ୍ପା ଶେଟ୍ଟୀଙ୍କ ଘରେ ପହଞ୍ଚିଥିଲେ। ମୋବାଇଲ୍‌ ଆପ୍‌…

ପୋଲିସକୁ ବଡ଼ ସଫଳତା: କୁର୍ତ୍ତୀ ଜଙ୍ଗଲରୁ ଜଣେ ମହିଳା ମାଓବାଦୀ ଗିରଫ

ମାଲକାନଗିରି: ମାଲକାନିଗିରି ପୋଲିସକୁ ମିଳିଛି ବଡ଼ ସଫଳତା। ଜିଲ୍ଲାର MBHI 79 ଥାନା ଅନ୍ତର୍ଗତ କୁର୍ତ୍ତୀ ଜଙ୍ଗଲରୁ ଜଣେ ମହିଳା ମାଓବାଦାକୁ ଗିରଫ କରିଛି ପୋଲିସ। ଆଣ୍ଟି ମାଡଭି ଓରଫ୍ ଲକି ନାମକ ଜଣେ ମହିଳା ମାଓବାଦୀ ନେତା ସୁକୁମା ମାଓବାଦୀ ସଂଗଠନ ଉଦୟ ପ୍ରୋଟେକଷ୍ଟ ୟୁନିଟର ସଦସ୍ୟ ଥିଲେ।…

ଶୀତ ଦିନେ କେତେ ଜରୁରୀ ସନସ୍କ୍ରିନ୍?

ଭୁବନେଶ୍ବର: ସନସ୍କ୍ରିନ୍ ଆମ ଶରୀରକୁ ସୂର୍ଯ୍ୟଙ୍କ ଠାରୁ ଆସୁଥିବା କ୍ଷତିକାରକ ଅତିବାଇଗଣୀ ରଶ୍ମୀ ଠାରୁ ରକ୍ଷା କରେ । କିନ୍ତୁ କିଛି ଲୋକ ରହିଥାନ୍ତି ଯେଉଁମାନେ କେବଳ ଖରାଦିନେ ସନସ୍କ୍ରିନ୍ ବ୍ୟବହାର କରିଥାନ୍ତି । ଆଉ ଶୀତ ଦିନ ଆସିଲେ ଏହା ଉପରେ ଏତେ ଗୁରୁତ୍ବ ଦିଅନ୍ତି ନାହିଁ । ଯଦି ଆପଣ…

ସମ୍ଭଲ ମାମଲା: ଜାମା ମସଜିଦ ସର୍ଭେ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ସମ୍ଭଲ ଜାମା ମସଜିଦକୁ ନେଇ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ଏହି ମସଜିଦର ସର୍ଭେ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ଶାହି ଇଦଗାହ ମସଜିଦରେ ସର୍ଭେକୁ ବିରୋଧ କରି ହୋଇଥିବା ଆନ୍ଦୋଳନରେ ପାଞ୍ଚ ଜଣଙ୍କ ମୃତ୍ୟୁ ପରେ ଏହି ନିର୍ଦ୍ଦେଶ ଜାରି…

ଏବେ କ’ଣ କରିବେ ଶରଦ ପାଓ୍ବାର?

ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ଫେଲ୍ ମାରିଲା ଶରଦ ପାଓ୍ବାରଙ୍କ ଗୋଟି । ଶାସକ ଦଳରେ ରୁହନ୍ତୁ କି ବିରୋଧୀ ଦଳରେ, ସବୁବେଳେ ନିଜ ପାଓ୍ବାର ଦେଖାଇ ଆସିଛନ୍ତି ଶରଦ ପାଓ୍ବାର । ହେଲେ ଏଥର ବିଧାନସଭା ଫଳାଫଳ ତାଙ୍କର ସବୁ ଅଙ୍କକଷାକୁ ଭୁଲ ପ୍ରମାଣିତ କରିଛି । ନିର୍ବାଚନ ବିପର୍ଯ୍ୟୟ ସହ ମହାରାଷ୍ଟ୍ର…

କାହିଁକି ଭୁବନେଶ୍ବରରେ ଏକାଠି ହୋଇଛନ୍ତି ସବୁ ରାଜ୍ୟର ପୋଲିସ୍ ମୁଖିଆ?

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ଲୋକସେବା ଭବନରେ ଏବେ ଏକାଠି ହୋଇଛନ୍ତି ସବୁ ରାଜ୍ୟର ପୋଲିସ୍ ମୁଖିଆ । ମନ୍ତ୍ରଣା ଦେଉଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ୫୯ ତମ ସର୍ବଭାରତୀୟ ଡିଜିପି-ଆଇଜିପି ସମ୍ମିଳନୀର ଉଦଘାଟନ କରିବା ପରେ ସବୁ ରାଜ୍ୟର ପୋଲିସ୍ ମୁଖିଆଙ୍କ ସହ ଆଲୋଚନା…

ବିଚ୍‌ ବଜାରରେ ହୋଟେଲ ମାଲିକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ବାଲେଶ୍ୱର: ବିଚ୍‌ ବଜାରରେ ଜଣେ ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଏପରି ଏକ ଘଟଣା ବାଲେଶ୍ୱର ଜିଲ୍ଲାରେ ଘଟିଛି । ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ହୋଟେଲ ମାଲିକ ଜଣକ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତର ହୋଟେଲ ମାଲିକ ଜଣକ ହେଲେ ସଞ୍ଜୀବ କୁମାର ମହାପାତ୍ର । ଖବର…

କାରରୁ ୮୮ କେଜି ରୂପା ଇଟା ସହ ନଗଦ ୫ ଲକ୍ଷ ଟଙ୍କା ଜବତ

ଗଞ୍ଜାମ: ଚାରା ଚାଲାଣ ବେଳେ ଜବତ ହେଲେ ବିପୁଳ ପରିମାଣର ରୂପା ଇଟା ସହ ନଗଦ ଟଙ୍କା । ବ୍ରହ୍ମପୁରରୁ କୋଲକତା ଅଭିମୁଖେ ଯାଉଥିବାବେଳେ ବାଟରେ ମାଡି ବସିଲା ବ୍ରହ୍ମପୁର ପୋଲିସ । ଘଟଣାର ଖୋଳତାଡ ଆରମ୍ଭ କରିଛି ପୋଲିସ । ଖବର ମୁତାବକ, ଖଲ୍ଲିକୋଟ ଥାନା ଗୁରାପଲ୍ଲୀ ଟୋଲପ୍ଲାଜା ନିକଟରେ ଆଜି…

ନିଜର ସନ୍ତାନ ନଥିବାରୁ ଅନ୍ୟର ଶିଶୁକୁ ଚୋରି କରିଥିଲେ ମହିଳା

ସମ୍ବଲପୁର: ବୁର୍ଲା ଭୀମସାରରୁ ଶିଶୁ ଚୋରି ଘଟଣାର ଖୁଲାସା l ବିକ୍ରି ପାଇଁ ନୁହେଁ ବରଂ ଲାଳନପାଳନ ପାଇଁ ଶିଶୁଟିକୁ ଚୋରି କରିଥିଲେ ମହିଳା ଜଣଙ୍କ l ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଏସ୍‌ପି ହରେଶ ଚନ୍ଦ୍ର ପାଣ୍ଡେ l ମହିଳାଙ୍କ ସନ୍ତାନ ନଥିବାରୁ ସେ ମାନସିକ ନିର୍ଯାତନାର ଶିକାର ହେଉଥିଲେ l…

ଆରମ୍ଭ ହେଲା ଡିଜିପି ସମ୍ମିଳନୀ, ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ

ଭୁବନେଶ୍ବର: ଭୁବନେଶ୍ବରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ । ଲୋକସେବା ଭବନରେ ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ଏହି ଅବସରରେ ଉପସ୍ଥିତ ଅଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ତାଙ୍କ ସହ ଯୋଗ ଦେଇଛନ୍ତି ସମଗ୍ର ଦେଶର ଡିଜିପି ଓ ଆଇଜିପି ।…