ଦିଲ୍ଲୀକୁ କ୍ରାଇମ କ୍ୟାପିଟାଲରେ ପରିଣତ କରିଦିଆଯାଇଛି: କେଜ୍ରିୱାଲ
ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ରାଜଧାନୀରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଗୁରୁତର ପ୍ରଶ୍ନ ଉଠାଇ କେନ୍ଦ୍ର ଉପରେ ଆଟାକ କରିଛନ୍ତି । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ, ହୃଦୟର ସହିତ ମୁଁ…