ଭୀମସାରରେ ନବଜାତକ ଚୋରି ଘଟଣା, ସୂଚନା ଦେଲେ ମିଳିବ ୫ ହଜାର
ବୁର୍ଲା: ବୁର୍ଲା ଭୀମସାରରୁ ଚୋରି ହୋଇଥିବା ଶିଶୁ ବିଷୟରେ ସୂଚନା ପାଇବା ଲାଗି ସମ୍ବଲପୁର ପୋଲିସ ୫ ହଜାର ଟଙ୍କା ପୁରସ୍କାର ଘୋଷଣା କରିଛି।
ମଙ୍ଗଳବାର ଦିନ ଭୀମସାରରେ ଏକ ନବଜାତ ଶିଶୁକୁ ଚୋରି ଘଟଣାରେ ଉକ୍ତ ମହିଳାଙ୍କୁ ଖୋଜିବା ପାଇଁ ପୋଲିସ ପକ୍ଷରୁ ଚାରୋଟି ସ୍ୱତନ୍ତ୍ର ଦଳ ମଧ୍ୟ ଗଠନ…