ଡିଜିପି ସମ୍ମିଳନୀ: ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି
ଭୁବନେଶ୍ବର: ଚଳିତ ନଭେମ୍ବର ୨୯ରୁ ଡିସେମ୍ବର ୧ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଲୋକସେବା ଭବନର କନଭେନସନ୍ ହଲରେ ଅନୁଷ୍ଠିତ ହେବ ପୋଲିସ ଡିଜି ସମ୍ମିଳନୀ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତାକାଲିଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି…