ଏକାଥରେ ୩ ପୁରୀ ଖାଇ ୧୧ ବର୍ଷୀୟ ଛାତ୍ର ମୃତ
ହାଇଦ୍ରାବାଦ: ଏକାଥରେ ୩ ପୁରୀ ଖାଇ ୧୧ ବର୍ଷୀୟ ଛାତ୍ର ମୃତ।ତେଲେଙ୍ଗାନାର ହାଇଦ୍ରାବାଦରେ ଏକ ବିଦ୍ୟାଳୟରେ ଏଭଳି ଅଭାବନୀୟ ଘଟଣା ଘଟିଯାଇଛି।
ହାଇଦ୍ରାବାଦର ଏକ ବିଦ୍ୟାଳୟରେ ସୋମବାର ମଧ୍ୟାହ୍ନ ଭୋଜନ ସମୟରେ ଏହି ଅଘଟଣ ଘଟିଛି। ଷଷ୍ଠ ଶ୍ରେଣୀରେ ପଢୁଥିବା ଜଣେ ୧୧ ବର୍ଷର ଛାତ୍ର ଏକାଥରେ…