ବଢୁଛି ହିନ୍ଦୁଙ୍କ ବିରୋଧରେ ଅତ୍ୟାଚାର, ଗିରଫ ହେଲେ ହିନ୍ଦୁ ନେତା ଚିନ୍ମୟ କୃଷ୍ଣ ଦାସ ପ୍ରଭୁ
ନୂଆଦିଲ୍ଲୀ: ବାଂଲାଦେଶରେ ହିନ୍ଦୁ ନେତା ତଥା ଇସ୍କନ ସଦସ୍ୟ ଚିନ୍ମୟ କୃଷ୍ଣ ଦାସ ପ୍ରଭୁଙ୍କୁ ଗିରଫ କରାଯାଇଛି । ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହୋଇଥିବା ଅତ୍ୟାଚାରକୁ ବିରୋଧ କରି ତାଙ୍କୁ ଗିରଫ କରାଯାଇଛି । ତେବେ ଦେଶଦ୍ରୋହ ମାମଲାରେ ପୋଲିସ ତାଙ୍କୁ ଗିରଫ କରି ଢାକା ବିମାନବନ୍ଦରରେ ଅଟକ…