Latest Odisha News

BREAKING NEWS

Yearly Archives

2024

ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣା: ଦଲାଲ ଦମ୍ପତି ଗିରଫ

କଟକ: ବାଂଲାଦେଶୀ ସେକ୍ସ ରାକେଟ୍ ମାମଲାରେ ଦଲାଲ ଦମ୍ପତିଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ମଧୁପାଟଣାରୁ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଦୁଇ ଜଣ ଗିରଫ କରିଛି ମଧୁପାଟଣା ଥାନା ପୋଲିସ। ଗିରଫ ଅଭିଯୁକ୍ତ ଦୁଇ ଜଣ କଟକ ସଦର ଥାନା ଅନ୍ତର୍ଗତ ଶ୍ରୀ କୋରୁଁଅ ଅଞ୍ଚଳର ସ୍ୱାମୀ ଓ ସ୍ତ୍ରୀ।…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା: ତଦନ୍ତ ପାଇଁ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍

ଯାଜପୁର: ଯାଜପୁର ଟାଉନ ଥାନାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ । ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତନାଘନା ଆରମ୍ଭ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ଆରମ୍ଭ। ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ କ୍ରାଇମ୍ ବ୍ରାଞ୍ଚ ହାତକୁ ଗଲା ୩…

ଏନକ୍ଲୋଜରରୁ ବାହାରି ଘଞ୍ଚ ଜଙ୍ଗଲ ଗଲା ‘ଜିନତ୍’

ବାରିପଦା: ଏନ୍‌କ୍ଲୋଜର୍‌ରୁ ବାହାରିଲା ବାଘୁଣୀ 'ଜୀନ୍ନତ'। ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍‌ ଏରିଆକୁ ଛଡ଼ାଗଲା। ରାତି ୯ଟା ୩୦ରେ ଛଡ଼ାଯାଇଥିବା ନେଇ ଶିମିଳିପାଳ RCCF ସୂଚନା ଦେଇଛନ୍ତି। ତେବେ ୨୪ ଘଣ୍ଟିଆ ମନିଟରିଂରେ ରହିବ ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ 'ଜୀନ୍ନତ'। ଏବେ…

ଆଜି ସର୍ବଦଳୀୟ ବୈଠକ, କାଲିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ। ଏହା ପୂର୍ବରୁ ଆଜି ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସକାଳ ସାଢେ ୧୦ଟାରେ ବସିବ ବୈଠକ। ବୈଠକରେ ଯୋଗଦେବା ପୂର୍ବରୁ ଉଭୟ ଶାସକ ବିଜେପି, ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକଙ୍କ ବୈଠକ…

ମସଜିଦ ସର୍ଭେ ବେଳେ ହିଂସା: ପଥରମାଡ଼ରେ ୪ ମୃତ, ଇଣ୍ଟରନେଟ ସେବା ବନ୍ଦ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସାକାଣ୍ଡ। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୩୦ରୁ ଉର୍ଦ୍ଧ୍ୱ ଲୋକେ ଆହତ ହୋଇଛନ୍ତି। ସେହିମଧ୍ୟରୁ ୨୦ ଜଣ ପୋଲିସ କର୍ମଚାରୀ ସାମିଲ ଅଛନ୍ତି। ଏହି ଘଟଣାରେ ୨୦ ଜଣଙ୍କୁ ଗିରଫ କରାଯାଇଛି। ହିଂସାକୁ ଦୃଷ୍ଟିରେ ରଖି…

ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ଆଜି ପ୍ରଥମ ଦିନରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହା ପୂର୍ବରୁ ରବିବାର ବସିଥିବା ସର୍ବଦଳୀୟ ବୈଠକରେ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ କେନ୍ଦ୍ର ସରକାର ସବୁ ଦଳର ସହଯୋଗ…

ସୃଷ୍ଟି ହେଲା ଲଘୁଚାପ, ଆସୁଛି ବାତ୍ୟା!

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଆଜି ବାତ୍ୟାରେ ପରିଣତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆଜି ଅବପାତରେ ପରିଣତ ହେବ। ପରବର୍ତ୍ତି ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ।…

ଶୀତ ଦିନେ ନିଅନ୍ତୁ ଏପରି ପିଲାଙ୍କ ଯତ୍ନ…

ଭୁବନେଶ୍ଵର: ଶୀତ ଋତୁ ସମୟରେ ଶିଶୁମାନଙ୍କ କ୍ଷେତ୍ରରେ କିଛି ରୋଗ ପ୍ରମୁଖ ସମସ୍ୟା ରୂପେ ଦେଖାଯାଏ । ଏହି ସମୟରେ ସାଧାରଣ ଥଣ୍ଡା-କାଶ, ବ୍ରୋଙ୍କିଓଲାଇଟିସ୍‌, ନିମୋନିଆ, ଫାରିଞ୍ଜାଇଟିସ୍‌, ଟନ୍ସିଲାଇଟିସ୍, ଆଜମା, ଲହରାକାଶ, ଇନଫ୍ଲୁଏଞ୍ଜା, ଭାଇରାଲ୍ ଡାଇରିଆ ଓ ଚର୍ମରୋଗ ଇତ୍ୟାଦି ହେବାର…

କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ: ଜୋଙ୍କ ଥାନା ଆଇଆଇସି ଗୁରୁଦେବ କର୍ମି ନିଲମ୍ବିତ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ଅଞ୍ଚଳରେ ଜୁଆ ଆଡ୍ଡା ଠାବ ଘଟଣାରେ ଆକ୍ସନ ମୋଡରେ ରହିଛି ପୋଲିସ। ଏହି ଘଟଣାରେ ଜୋଙ୍କ ଥାନା ଆଇଆଇସିଙ୍କୁ ନିଲମ୍ବିତ କରିଛନ୍ତି ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ। ଆଜି ଏନେଇ ବିଜ୍ଞପ୍ତି ଜାରି ହୋଇଛି। ଆଇଆଇସିଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ…

ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ତେଜୁଛି ରାଜନୀତି: ପ୍ରେସମିଟ କରି ଗର୍ଜିଲା ବିଜେଡି

ଭୁବନେଶ୍ୱର: ଧର୍ମଶାଳା ବିଧାୟକ ହୁମାନଶୁ କୁମାର ସାହୁଙ୍କୁ ଆକ୍ରମଣ ପରେ ଯାଜପୁରରେ ତେଜିଛି ରାଜନୀତି। ଏହାକୁ ନେଇ ନେଇ ରାଜ୍ୟ ରାଜନୀତିରେ ମଧ୍ୟ ସୃଷ୍ଟି ହୋଇଛି ହଟଚମଟ। ଉଭୟ ବିଜେପି ଓ ବିଜେଡି ମଧ୍ୟରେ ଦେଖିବାକୁ ମିଳିଛି ବାକଯୁଦ୍ଧ। ଏହି ଘଟଣାରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି…