୨୦୩୬ରେ ଓଡ଼ିଶା ପାଳିବ ରାଜ୍ୟ ସ୍ଥାପନର ୧୦୦ ବର୍ଷ ପୂର୍ତ୍ତି : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଦିଲ୍ଲୀରେ ଆୟୋଜିତ ‘ଓଡ଼ିଶା ପର୍ବ’ରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ପର୍ବରେ ସାମିଲ ହୋଇ ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଓଡ଼ିଆ ସଂସ୍କୃତିର ମହାକୁମ୍ଭ ଓଡ଼ିଶା ପର୍ବ-୨୦୨୫ରେ ଆପଣମାନଙ୍କୁ ଭେଟି ମୁଁ ଆନନ୍ଦିତ। ଏଥର ସ୍ବଭାବ କବି…