ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଅଭିଯୋଗ
ଧର୍ମଶାଳା: ଯାଜପୁର ଜିଲ୍ଲା ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଅଭିଯୋଗ ହୋଇଛି । ସଦର ଥାନା ବୁଢ଼ାଘାଟ ନିକଟରେ ଧାରଣା ସ୍ଥଳରେ ତାଙ୍କ ଗାଡି ଉପରକୁ ଆକ୍ରମଣ ହୋଇଥିବା ସୂଚନା ରହିଛି । ତେବେ ଏହି ଆକ୍ରମଣ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ସମର୍ଥକମାନେ କରିଥିବା ନିଜେ ବିଧାୟକ…