ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ବଢିଲା ଆବେଦନ ତାରିଖ
ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ବଢିଲା ଆବେଦନ ତାରିଖ । ଆସନ୍ତା ୨୭ ତାରିଖକୁ ବୃଦ୍ଧି କରାଯାଇଛି । ଆସନ୍ତା ଶିକ୍ଷାବର୍ଷ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଏହି ବର୍ଦ୍ଧିତ ସମୟସୀମା…