ଅସୁରକ୍ଷିତ ଜାତୀୟ ପଶୁ: ବାଘ ଶିକାର କରି ଖାଇଗଲେ ଶିକାରୀ
ନୂଆପଡ଼ା: ଅସୁରକ୍ଷିତ ଜାତୀୟ ପଶୁ। ଜିଲ୍ଲାରେ ଜାତୀୟ ପଶୁର ବାରମ୍ବାର ଶିକାର ହେଉଥିବା ବେଳେ ଶିକାରୀ ଗିରଫ ହେଉଛନ୍ତି ହେଲେ ବାଘକୁ ସୁରକ୍ଷା ଦେବାରେ ଫେଲ ମାରୁଛି ବନ ବିଭାଗ। ଗତ ଦୁଇରୁ ତିନି ବର୍ଷ ମଧ୍ୟରେ ଜିଲ୍ଲାରେ ପ୍ରତ୍ୟେକ ମାସେ ଦୁଇ ମାସ ରେ ବାଘ ଛାଲ, ନଖ, ମାଂସ ଜବତ ହୋଇ ଅଭିଯୁକ୍ତ…