କିସ୍ ଓ କିଟରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା, ‘ବନବାସ’ର କଲେ ପ୍ରଚାର
ଭୁବନେଶ୍ୱର: ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା ମଙ୍ଗଳବାର କିଟ୍ ଓ କିସ୍ ପରିଦର୍ଶନ କରିଛନ୍ତି। କିସ୍ର ୪୦ ହଜାର ପିଲାଙ୍କ ମଧ୍ୟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ସେ ମୁମ୍ବାଇର କିସ୍ ଆସିଥିଲେ। ଡିସେମ୍ବର ୨୦ରେ ମୁକ୍ତିଲାଭ କରିବ ‘ବନବାସ’।
ଉତ୍କର୍ଷଙ୍କ ପିତା…