ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସମୀର ଦେ' ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର…