Latest Odisha News

BREAKING NEWS

Yearly Archives

2024

ସ୍ୱାସ୍ଥ୍ୟ ବୀମା ଲାଗୁ ପାଇଁ ଦାବି କଲା ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାରେ ଉନ୍ନତି ପାଇଁ ବୀମା ଲାଗୁ କରିବାକୁ ହୋଇଛି ଦାବି। ଏନେଇ ଏକାଠି ହୋଇଛନ୍ତି ସରକାରୀ କର୍ମଚାରୀ। ସେମାନଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସେମାନଙ୍କୁ ସାମିଲ କରିବା ପାଇଁ ଦାବି କରିଛନ୍ତି। ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୁଲ୍ୟରେ ଆଜି…

କଟକ ବାଲିଯାତ୍ରା: ୧୦ଟା ପରିବର୍ତ୍ତେ ସାଢେ ୧୦ଟା ଯାଏଁ ଚାଲିବ ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ : ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ବିବାଦ ପରେ ୩୦ ମିନିଟ ବୃଦ୍ଧି ହେଲ ସାଂସ୍କୃତିକ କାର୍ଯ୍ୟକ୍ରମ ଅବଧି।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ୧୦ଟା ୩୦ ଯାଏଁ…

ଟି୨୦ରେ ଟିମ ଇଣ୍ଡିଆର ରାଜୁତି

୨୦୦୭ ପରେ ଭାରତ ୨୦୨୪ରେ ଆଇସିସି ଟି୨୦ ବିଶ୍ୱକପ ଟାଇଟଲ ହାସଲ କରିଛି । ଏହି ବିଜୟ ପୂନର୍ବାର ଭାରତୀୟ କ୍ରିକେଟକୁ ଏକ ନୂଆ ଦିଗ ପ୍ରଦାନ କରିଛି । ରୋହିତ ଶର୍ମା, ବିରାଟ କୋହଲି ଓ ରବୀନ୍ଦ୍ର ଜାଡେଜାଙ୍କ ପରେ ଏବେ ସୂର୍ଯ୍ୟକୁମାର ଯାଦବ ନେତୃତ୍ୱାଧୀନ ଯୁବ ବାହିନୀ ଏହି ରାଜୁତିକୁ ଆଗକୁ…

ବାଣୀବିହାର ରେଳଧାରଣା କଡ଼ରୁ କ୍ଷତାକ୍ତ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ବାଣୀବିହାର ରେଳଧାରଣା କଡ଼ରୁ ଆଜି ଏକ କ୍ଷତାକ୍ତ ମୃତଦେହ ଜବତ କରିଛି ପୋଲିସ। ସ୍ଥାନୀୟ ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ପଠାଇଛି। ମୃତକଙ୍କ ଦେହସାରା କ୍ଷତଚିହ୍ନ ରହିଥିବାରୁ…

ପାଟପୁର ଥାନାକୁ ଦେଶର ଶ୍ରେଷ୍ଠ ଥାନା ଭାବରେ ପୁରସ୍କୃତ କରିବେ ଗୃହମନ୍ତ୍ରୀ

ଗଞ୍ଜାମ :  ପାଟପୁର ଥାନାକୁ ମିଳିବ ଦେଶରେ ଶ୍ରେଷ୍ଠ ଥାନା ପୁରସ୍କାର। ୨୦୨୪ ପାଇଁ ଦେଶର ୩ ଟି ସର୍ବୋତ୍ତମ ଥାନା ଚୟନ କରିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ। ତେବେ ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ମିଳିବ ଶ୍ରେଷ୍ଠ ଥାନା ପୁରସ୍କାର। ନଭେମ୍ବର ୨୯ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ଭୁବନେଶ୍ୱରରେ…

ରାସ୍ତା ନିର୍ମାଣକୁ ନେଇ ସ୍ୱତନ୍ତ୍ର ନୀତି: ବିନା ଅନୁମତିରେ ରାସ୍ତା ଖୋଳିଲେ ଜରିମାନା

ଭୁବନେଶ୍ୱର: ରାସ୍ତା ନିର୍ମାଣକୁ ନେଇ ରାଜ୍ୟ ସରକାର ଆଣିବେ ସ୍ୱତନ୍ତ୍ର ନୀତି । ଏନେଇ ଯୋଜନା କରୁଛନ୍ତି ସରକାର। ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗ ଅଧିନରେ ଥିବା ରାସ୍ତାଗୁଡ଼ିକର ନିର୍ମାଣକୁ ନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ନିୟମ ଆଣିବେ । ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି…

ହାସ୍ୟ ଅଭିନେତା ଜୟୀରାମ ସାମଲଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର: ଭେଟେରାନ ଅଭିନେତା ଜୟରାମ ସାମଲଙ୍କୁ ରବିବାର ଜୀବନବ୍ୟାପୀ ସାଧନା ସମ୍ମାନରେ ପୁରସ୍କୃତ କରାଯାଇଛି। ଭୁବନେଶ୍ୱରରେ ଆୟୋଜିତ ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର କାର୍ଯ୍ୟକ୍ରମରେ ତାଙ୍କୁ ଏହି ଆୱାର୍ଡରେ ସମ୍ମାନିତ କରାଯାଇଛି। ରାଜ୍ୟପାଳ ରଘୁବର ଦାସ, ଉପମୁଖ୍ୟମନ୍ତ୍ରୀ…

ସପ୍ତାହେ ମଧ୍ୟରେ ମନୋଜ ମିଶ୍ର କ୍ଷମା ନମାଗିଲେ କୋର୍ଟକୁ ଯିବୁ: ଗୌତମବୁଦ୍ଧ ଦାସ

ବାଲେଶ୍ବର: ଅଭିନେତା ମନୋଜ ମିଶ୍ରଙ୍କ ବିବାଦ ଏବେ ନୂଆ ମୋଡ ନେଇଛି। ବିଭ୍ରାନ୍ତିକର ବିବାଦ ପାଇଁ ଟାର୍ଗେଟ ହୋଇଛନ୍ତି। ସପ୍ତାହେ ଭିତରେ ଅଭିନେତା ମନୋଜ ମିଶ୍ର ସର୍ବ ସମ୍ମୁଖରେ କ୍ଷମା ନମାଗିଲେ ଆମେ କୋର୍ଟଙ୍କ ଆଶ୍ରୟ ନେବୁ ବୋଲି ଆଜି ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ ଚେତାବନୀ ଦେଇଛନ୍ତି।…

ହନୁମାନ ଚାଳିଶା ପାଇଁ ହିନ୍ଦୁଙ୍କୁ ଛୁଟି ଦିଆଯିବା ଉଚିତ୍: ହିମନ୍ତ ବିଶ୍ବଶର୍ମା

ରାଞ୍ଚି: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ଭୋଟ୍ ନଭେମ୍ବର ୨୦ରେ ଅନୁଷ୍ଠିତ ହେବ। ନିର୍ବାଚନ ପୂର୍ବରୁ ସମସ୍ତ ଦଳ ପକ୍ଷରୁ ରାଲି ଏବଂ ରୋଡ୍ ଶୋ ମଧ୍ୟ କରାଯାଉଛି। ଝାଡଖଣ୍ଡର ଏକ ସାଧାରଣ ସଭାରେ ଆସାମ ମୁଖ୍ୟମନ୍ତ୍ରୀ…

ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ: ବୁମରାହ ଅଧିନାୟକ ହେବା ଏକପ୍ରକାର ନିଶ୍ଚିତ

ପର୍ଥ: ଟିମ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ନ ଖେଳିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି । ସେ ଏବେ ତାଙ୍କ ପତ୍ନୀ ଓ ପୁତ୍ର ସହ ସମୟ କାଟୁଛନ୍ତି । ନଭେମ୍ବର ୨୨ରୁ ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ଆରମ୍ଭ ହେବ । ରୋହିତଙ୍କ…