ଉଦଘାଟିତ ହେଲା ଐତିହାସିକ କଟକ ବାଲିଯାତ୍ରା
କଟକ: କଟକର ଐତିହାସିକ ବାଲିଯାତ୍ରାର ଶୁଭ ଉଦ୍ଘାଟନ ହୋଇଛି। ଏହି ଐତିହାସିକ ବାଲିଯାତ୍ରାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉଦ୍ଘାଟନ କରିଛନ୍ତି।
ବାଲିଯାତ୍ରାକୁ ଆକର୍ଷଣୀୟ କରିବା ସହ ଅନ୍ତର୍ଜାତୀୟ ସ୍ତରରେ ପହଁଞ୍ଚାଇବା ପାଇଁ ୧୩ଟି ଦେଶର…