ଘୋଷଣା ହେଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର; ଜାଣନ୍ତୁ କିଏ ପାଇଲା କେଉଁ ପୁରସ୍କାର
ଭୁବନେଶ୍ବର: ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଏକାଥରକେ ତିନି ବର୍ଷ ଯଥା, ୨୦୨୦, ୨୦୨୧ ଓ ୨୦୨୨ ମସିହା ପାଇଁ ଘୋଷଣା ହୋଇଛି ଏହି ପୁରସ୍କାର । ୨୦୨୦ ମସିହା ପାଇଁ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ବିଶ୍ୱନାଥ ପଟ୍ଟନାୟକଙ୍କ ଫିଲ୍ମ ‘ସହିଦ୍ ରଘୁ ସର୍ଦ୍ଦାର’କୁ ମନୋନିତ…