Latest Odisha News

BREAKING NEWS

Yearly Archives

2024

ଦୀପିକା-ରଣବୀରଙ୍କ ବିବାହକୁ ପୁରିଲା ୬ ବର୍ଷ, ଭିନ୍ନ ଅନ୍ଦାଜରେ ପାଳନ କରୁଛନ୍ତି ଦମ୍ପତ୍ତି

ମୁମ୍ବାଇ: ରଣବୀର ସିଂ ଏବଂ ଦୀପିକା ପାଦୁକୋନ ଆଜି ତାଙ୍କର ଷଷ୍ଠ ତମ ବିବାହ ବାର୍ଷିକୀ ପାଳନ କରୁଛନ୍ତି । ନଭେମ୍ବର ୧୪, ୨୦୧୮ରେ ବିବାହ କରିଥିବା ଏହି ବଲିଉଡ ଦମ୍ପତି ନିକଟରେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି । ଏହି ବିଶେଷ ଅବସରରେ ରଣବୀର ସିଂ ତାଙ୍କ ପତ୍ନୀ ଦୀପିକାଙ୍କ କିଛି ଅନସିନ ଫଟୋ…

ଧର୍ମନିରପେକ୍ଷ ଶବ୍ଦ ହଟାଯାଉ, ବାଂଲାଦେଶରେ ୯୦% ଜନସଂଖ୍ୟା ମୁସଲିମ

ଢାକା: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶ ଛାଡିବା ପରେ ବାଂଲାଦେଶରେ ପରିସ୍ଥିତି ବହୁତ ଜଟିଳ ହୋଇପଡିଛି। ଏବେ ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କ ସରକାରରେ ହିନ୍ଦୁମାନେ ଆଉ ସୁରକ୍ଷିତ ନୁହଁନ୍ତି। ଏହି ସମୟରେ ବାଂଲାଦେଶର ଆଟର୍ଣ୍ଣି ଜେନେରାଲ ବର୍ତ୍ତମାନ ସମ୍ବିଧାନରେ ବଡ…

ମୃତ୍ୟୁ ଏମିତି ବି ଆସେ…ପିଲାଙ୍କ ଆଗରେ ଭାଷଣ ଦେବା ବେଳେ ଟଳି ପଡିଲେ ଶିକ୍ଷକ

ବଲାଙ୍ଗୀର: ବାସ୍ତବରେ ମୃତ୍ୟୁ ଯେ କେଉଁଠି କେତେବେଳେ ଆମ ହାତ ଟାଣିନେବ, ତାହା କାହାକୁ ବା ଜଣା । ସେମିତି ପିଲାଙ୍କ ଆଗରେ ଶିଶୁ ଦିବସ ଅବସରରେ ଭାଷଣ ଦେଉ ଦେଉ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ । ଭାଷଣ ଦେବାବେଳେ ଅଚାନକ ଟଳିପଡିଲେ । ପରେ ଡାକ୍ତରଖାନା ନେବା ପରେ ଡାକ୍ତର ତାଙ୍କୁ ମୃତ…

ତେଲେଙ୍ଗିରି ଜଳଭଣ୍ଡାରରୁ ପାଣି ଲିକ୍, ସ୍ଥିତି ଅନୁଧ୍ୟାନ କଲେ ବିଭାଗୀୟ ଯନ୍ତ୍ରୀ

ଜୟପୁର; ଜୟପୁର ରାଣିଗଡ଼ ସ୍ଥିତ ତେଲେଙ୍ଗିରି ଜଳଭଣ୍ଡାରରୁ ପାଣି ଲିକ୍ । ଫଳରେ ତଳମୁଣ୍ଡକୁ ବହୁମାତ୍ରାରେ ପାଣି ନିଷ୍କାସିତ ହେଉଛି । ଖବର ପାଇ ଜଳସେଚନ ବିଭାଗର ବିଭାଗୀୟ ଯନ୍ତ୍ରୀ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି l ଡ୍ୟାମ୍‌ରୁ ପାଣି ନିଷ୍କାସନ ବନ୍ଦ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଉଛି…

ରୌଦ୍ରରୂପରେ ବିକି କୌଶଲ

ମୁମ୍ବାଇ: ବିକି କୌଶଲଙ୍କ ଅପକମିଂ ଫିଲ୍ମ 'ମହାବତାର' ର ଫାଷ୍ଟ ଲୁକ୍ ସାମ୍ନାକୁ ଆସିଛି। ଅମର କୌଶିକଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ପୌରାଣିକ କଥାବସ୍ତୁ ଉପରେ ଆଧାରିତ। ବିକି ଏହି ଫିଲ୍ମରେ ଚିରଞ୍ଜୀବୀ ପର୍ଶୁରାମଙ୍କ ଭୂମିକାରେ ଅଭିନୟ କରୁଛନ୍ତି। ତେବେ ଏହି ଫିଲ୍ମ ଟି ଦୀନେଶ ବିଜାନଙ୍କ…

ଚାଷୀଙ୍କ ପାଇଁ ଖୁସି ଖବର: ଡିସେମ୍ବରରୁ ମିଳିବ ୩୧୦୦ ଟଙ୍କା

ଭୁବନେଶ୍ବର: ଚାଷୀଙ୍କୁ ମିଳିବ ବୋନସ୍ । ଧାନ କିଣାରେ ୮୦୦ ଟଙ୍କା ଇନପୁଟ ସବସିଡି ସହିତ ମୋଟ ୩୧ଶହ ଟଙ୍କା ଆସନ୍ତା ଡିସେମ୍ବର ୮ରୁ ଦେବେ ରାଜ୍ୟ ସରକାର । ଏନେଇ ଆଜି ବିଜେପି ପକ୍ଷରୁ ଆୟୋଜିତ ସମବାୟ ସପ୍ତାହ ପାଳନ ଉତ୍ସବରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି,…

ରାଜଧାନୀରେ ବାୟୁ ପ୍ରଦୂଷଣ ସଙ୍ଗୀନ୍, ୨୦୦ରୁ ଊର୍ଦ୍ଧ୍ୱ ବିମାନ ସେବା ବିଳମ୍ବ

ନୂଆଦିଲ୍ଲୀ: ଜାତୀୟ ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ମାନ ସଂଗୀନ ସ୍ଥିତିରେ ପହଞ୍ଚିଛି। ଦିନକୁ ଦିନ ଖରାପ ହୋଇ ଚାଲିଛି ଦିଲ୍ଲୀ ବାୟୁ ଗୁଣବତ୍ତା। ଦିଲ୍ଲୀ ସହରର ବାୟୁ ମାନକ ସୂଚୀ (ଏକ୍ୟୁଆଇ) ୪୨୯ ରହିଥିବା ରେକର୍ଡ କରାଯାଇଛି। ଗତକାଲି ଓ ଆଜି ବାୟୁ ଗୁଣବତ୍ତା ସୂଚକାଙ୍କ ନିମ୍ନସ୍ତରକୁ ଖସି…

ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ ପାଇବେ ମୋଦୀ

ନୂଆଦିଲ୍ଲୀ: ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ମୋଦୀ l ଡୋମିନିକା ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଦ ଡୋମିନିକା ଆୱାର୍ଡ ଅଫ୍‌ ଅନର’ ପାଇବେ ମୋଦୀ l ଗୁଆନାରେ ହେବାକୁ ଥିବା ଭାରତ-କାରିକୋମ୍ ସମିଟ୍‌ରେ ମୋଦୀଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ l କୋଭିଡ ବେଳେ…

ମୁମ୍ବାଇ ଏୟାରପୋର୍ଟକୁ ଉଡାଇବାକୁ ଧମକ, ବଢିଲା ସୁରକ୍ଷା

ମୁମ୍ବାଇ: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବୋମା ଧମକ ମିଳିଛି। ବୁଧବାର ଅପରାହ୍ନରେ ଜଣେ ଅଜ୍ଞାତ ବ୍ୟକ୍ତି ବିମାନବନ୍ଦରକୁ ବୋମା ଆତଙ୍କ ନେଇ ସୂଚନା ଦେଇଛନ୍ତି। ଯାହାକୁ ନେଇ ଏବେ ହଇଚଇ ସୃଷ୍ଟି ହୋଇଛି। ଉକ୍ତ ଅଜ୍ଞାତ ବ୍ୟକ୍ତିଙ୍କ ସୂଚନା ଅନୁଯାୟୀ ଜଣେ ଯାତ୍ରୀ…

ବିଦେଶରେ ରାଜ୍ କରୁଛି ଭାରତରେ ନିର୍ମିତ ଆଇଫୋନ୍, ବଜାରରେ ବଢିଛି ଆପଲ୍ କ୍ରେଜ୍

ଆପଲ୍ ଆଇଫୋନ୍ ପାଇଁ କ୍ରେଜ୍ ଏପରି ଯେ ନୂଆ ଆଇଫୋନ୍ ଆସିବା ମାତ୍ରେ ଲୋକମାନେ ଫୋନ୍ କିଣିବା ପାଇଁ ଘଣ୍ଟା ଘଣ୍ଟା ଧରି ଧାଡିରେ ଛିଡା ହୁଅନ୍ତି। ବର୍ତ୍ତମାନ ପରିସ୍ଥିତି ଏପରି ଯେ ଆପଲ୍ ସ୍ମାର୍ଟଫୋନ୍ ରପ୍ତାନୀର ପୂର୍ବ ରେକର୍ଡଗୁଡିକ ଭାଙ୍ଗିଛି। ଚଳିତ ଆର୍ଥିକ ବର୍ଷର ପ୍ରଥମ ସାତ ମାସ…