Latest Odisha News

BREAKING NEWS

Yearly Archives

2024

ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଜନଜାତି ଗୌରବ ଦିବସ ଭାବେ ପାଳନ କରିବ ବିଜେପି: ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୫ ତାରିଖକୁ ଭଗବାନ ବିର୍ସା ମୁଣ୍ଡାଙ୍କର ୧୫୦ ତମ ଜନ୍ମଜୟନ୍ତୀକୁ ଜନଜାତି ଗୌରବ ଦିବସ ଭାବେ ଦେଶବ୍ୟାପୀ ପାଳନ କରାଯିବ । ଏନେଇ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୁଚନା ଦେଇଛନ୍ତି । ସେ କହିଛନ୍ତି…

ଏଥର ବାଲିଯାତ୍ରାରେ ସାମିଲ ହୋଇପାରନ୍ତି ୧୨ ଦେଶର ରାଷ୍ଟ୍ରଦୂତ

କଟକ: ଚଳିତ ଥର ବାଲି ଯାତ୍ରାରେ ଅତି କମରେ ୧୨ଟି ଦେଶର ରାଷ୍ଟ୍ରଦୂତ ଯୋଗଦେବାର ସମ୍ଭାବନା ରହିଛି। କଟକ ସହରରେ ଆୟୋଜିତ ଏହି ଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହୋଇ ୨୨ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଆଠ ଦିନ ଧରି ଚାଲିବ। ଏଥିରେ ଅଂଶଗ୍ରହଣ କରିବାକୁ ୧୨ଟି ଦେଶର ରାଷ୍ଟ୍ରଦୂତମାନେ ନିଜର ଇଚ୍ଛା…

ସରକାରୀ କାର୍ଯ୍ୟ ପାଇଁ ଏଥର ବିମାନରେ ଯାତ୍ରା କରିପାରିବେ ମନ୍ତ୍ରୀ….

ଭୁବନେଶ୍ୱର: ସରକାରୀ କାର୍ଯ୍ୟ ପାଇଁ ଏଣିକି ମନ୍ତ୍ରୀମାନେ ବିମାନରେ ଯାତ୍ରା କରିପାରିବେ । ଏନେଇ ଆଜି ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ଉଭୟେ କ୍ୟାବିନେଟ ମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀ ବିମାନରେ ଯାତ୍ରା କରିପାରିବେ ।…

ବଦଳିଲା ନିୟମ, ୭ ବର୍ଷ ପରେ ଏସଆଇ ହୋଇପାରିବେ ଇନ୍ସପେକ୍ଟର

ଭୁବନେଶ୍ୱର: ଏସଆଇମାନଙ୍କ ପଦୋନ୍ନତି ନେଇ ଆସିଲା ଖୁସି ଖବର । ୭ ବର୍ଷ ପରେ ଜଣେ ସବ୍‌-ଇନ୍ସପେକ୍ଟର (ଏସଆଇ) ହୋଇପାରିବେ ଇନ୍ସପେକ୍ଟର । ପୂର୍ବରୁ ଏହା ୧୦ ବର୍ଷ ଥିବାବେଳେ ପଦୋନ୍ନତିକୁ ୧୦ ବର୍ଷରୁ ଖସାଇ ୭ ବର୍ଷ କରିଛନ୍ତି ରାଜ୍ୟ ସରକାର । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ପ୍ରଥମ ବିବାହ ବାର୍ଷିକୀରେ ବୁଲିଯିବାକୁ ପ୍ଲାନ କରୁଛନ୍ତି କି? ଏହି ସବୁ ସ୍ଥାନକୁ ଯାଆନ୍ତୁ..

ନୂଆଦିଲ୍ଲୀ: ଯେତେବେଳେ ବିବାହିତ ଜୀବନ ଭଲରେ ଚାଲିଥାଏ, ସେତବେଳେ ସମୟ କେତବେଳେ ବିତିଯାଏ ତାହା ଜଣାପଡେନାହିଁ । ବିବାହର ପ୍ରଥମ କିଛି ବର୍ଷ ସ୍ୱାମୀ ଏବଂ ସ୍ତ୍ରୀ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର । ଦୁହେଁ ପରସ୍ପର ସହିତ ବୁଲାବୁଲି କରିବା, ସପିଂ କରିବା ଏବଂ ଭଲ ସମୟ ବିତାଇବାକୁ ଉପଭୋଗ କରନ୍ତି ।…

କାହିଁକି ବାରମ୍ବାର ମୁଣ୍ଡ ନୁଆଁଉଛନ୍ତି ନୀତିଶ ?

ନୂଆଦିଲ୍ଲୀ: ପୁଣି ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଦ ଛୁଇଁବାକୁ ନଇଁଲେ ନୀତିଶ। ଗତ ଦୁଇ ଥର ଭଳି ଏଥର ବି ଅଧାରେ ଅଟକାଇଲେ ମୋଦି । ବିହାର ଦରଭଙ୍ଗାରେ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ ମୋଦି । ତେବେ ତୃତୀୟ ଥର ପାଇଁ ମୋଦିଙ୍କ ପାଦ ଛୁଇଁବାକୁ ନଇଁଥିଲେ…

ସେକ୍ସ ମନ୍ତ୍ରଣାଳୟ କଣ? ଋଷରେ ଜନସଂଖ୍ୟା ବୃଦ୍ଧି ପାଇଁ ସହାୟକ ହେବ କି… 

ମସ୍କୋ: ହ୍ରାସ ପାଉଥିବା ଜନସଂଖ୍ୟାକୁ ନେଇ ଚିନ୍ତାରେ ଋଷ ସରକାର। ଜନସଂଖ୍ୟା ବୃଦ୍ଧି ପାଇଁ ଋଷ ସରକାର ଜନତାଙ୍କୁ ଅନେକ ଲୋଭନୀୟ ଅଫର ମଧ୍ଯ ଦେବାରେ ଲାଗିଛନ୍ତି। ଏହାରି ମଧ୍ୟରେ ଜନସଂଖ୍ୟା ବୃଦ୍ଧି ପାଇଁ ଋଷର ଭ୍ଲାଦିମିର ପୁଟିନ ସରକାର ଯୌନ ମନ୍ତ୍ରଣାଳୟ ସମେତ ଅନେକ ପ୍ରସ୍ତାବ ଉପରେ ବିଚାର…

ଅବକାରୀ ବିଭାଗକୁ ବଡ ସଫଳତା: ୭୫ କେଜି ଗଞ୍ଜେଇ ଜବତ, ୨ ଗିରଫ

ଅନୁଗୋଳ: ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା। ଅନୁଗୋଳ ଅବକାରୀ ନିରୀକ୍ଷକ ସଦର ରେଞ୍ଜ୍ ଏବଂ ଜିଲ୍ଲା ଭ୍ରାମ୍ୟମାଣ ବିଭାଗର ମିଳିତ ସହଯୋଗରେ ୭୫ କେଜି ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ସୂଚନା ଅନୁସାରେ ଆଜି ସକାଳ ୮ ଟା ବେଳେ ବଉଦ ଅଞ୍ଚଳରୁ ଏକ କାରରେ ଦୁଇ ଯୁବକ ଗଞ୍ଜେଇ ନେଇ ଆସୁଥିବା…

ଡାକ୍ତରଙ୍କୁ ୭ଥର ଛୁରୀ ଭୁସିଲେ ରୋଗୀଙ୍କ ପୁଅ

ଚେନ୍ନାଇ: ଚେନ୍ନାଇର କାଲାଇଗାର୍ ସେଞ୍ଚୁରୀ ହସ୍ପିଟାଲରେ ବୁଧବାର ସକାଳେ ଜଣେ ଯୁବକ ଛୁରୀରେ ସରକାରୀ ଡାକ୍ତରଙ୍କ ଉପରେ ଆକ୍ରମଣ କରିଛି। ଡାକ୍ତର ଓପିଡିରେ ଉପସ୍ଥିତ ଥିବାବେଳେ ଏହି ଅଘଟଣ ଘଟିଥିଲା। କର୍କଟ ରୋଗରେ ପିଡିତ ମା’ଙ୍କୁ ଡାକ୍ତର ଭୁଲ ଔଷଧ ଦେଇଥିବା ନେଇ ସନ୍ଦେହ କରି ଉକ୍ତ ଯୁବକ…

ଏହି ଦେଶରେ ପାଳନ କରନ୍ତି ଚନ୍ଦାପଣ ଉତ୍ସବ…

ସେ ନାରୀ ହେଉ କିମ୍ବା ପୁରୁଷ, କେଶ ଜଣେ ବ୍ୟକ୍ତିର ସୌନ୍ଦର୍ଯ୍ୟ ବଢାଏ। କେଶ ଝଡିବା ପ୍ରାୟତଃ ଲୋକଙ୍କ ଆତ୍ମବିଶ୍ୱାସକୁ ହ୍ରାସ କରିଥାଏ, କିନ୍ତୁ କିଛି ଲୋକ ଏହାର ସମ୍ପୂର୍ଣ୍ଣ ବିପରୀତ ଭାବନ୍ତି। କେଶ ନଥିବାକୁ ଏକ ଷ୍ଟାଇଲ ଷ୍ଟେଟମେଣ୍ଟ ଭାବରେ ଗ୍ରହଣ କରୁଛନ୍ତି। ଏପରି ଏକ ଦେଶ ଅଛି ଯେଉଁଠାରେ…