ଅନଲାଇନ୍ ଟ୍ରେଡିଂର ଭୟଙ୍କର ପରିଣତି, ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହାରିବା ପରେ ଜୀବନ ହାରିଲେ ଯୁବକ
ଝାରସୁଗୁଡା: ଅନଲାଇନ ଟ୍ରେଡିଂ ସାଜିଲା କାଳ। ଦୁଇପଇସା ରୋଜଗାର କରିବା ପାଇଁ କରୁଥିଲେ ଟ୍ରେଡିଂ। ହେଲେ ଏଇ ଖେଳ ନେଇଗଲା ଯୁବକଙ୍କ ଜୀବନ। ଟ୍ରେଡିଂରେ ପଇସା ହାରି ଆତ୍ମହତ୍ୟା କରିଛନ୍ତି କେନ୍ଦ୍ରାପଡାର ଯୁବକ ଅଚ୍ୟୁତାନନ୍ଦ ସାହୁ। ସେ ଝାରସୁଗୁଡ଼ା ଠାରେ ଥିବା ମାଇକ୍ରୋ କଣ୍ଟିନେଣ୍ଟାଲ…