ସୀମାନ୍ତରେ ମାଓବାଦୀ-ଯବାନ ଗୁଳି ବିନିମୟ, ଦୁଇ ମାଓବାଦୀ ନିହତ
ମାଲକାନଗିରି: ସୀମାନ୍ତରେ ମାଓବାଦୀ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ହୋଇଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ବିଜାପୁର ଜିଲ୍ଲା ଉସୁର-ବାସାଗୁଡା-ପମେଡ ଜଙ୍ଗଲରେ ମାଓବାଦୀଙ୍କ ଗୁପ୍ତ ବୈଠକ ଚାଲିଥିବା ଖବର ପାଇ…