ପଞ୍ଚକ ଓ ବଡଓଷା ସମୟରେ ଟ୍ରାଫିକ କଟକଣା, ଏହି ବ୍ରିଜରେ ବନ୍ଦ ରହିବ ଯାତାୟାତ..
କଟକ: ଆସନ୍ତା ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଗୁରୁଡିଝାଟିଆ ଥାନା ଅଧୀନସ୍ଥ ଧବଳେଶ୍ୱର ଶୈବ ପୀଠରେ ପଂଚକ ଓ ବଡଓଷା ପାଳନ କରାଯିବ। ଏହି ସମୟରେ ବିିଭିନ୍ନ ଜିଲ୍ଲାରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ପୂଜାର୍ଚ୍ଚନା କରିବା ନିମନ୍ତେ ଏକତ୍ରିତ ହେବାର ଆଶା କରାଯାଏ। ଏଥିନିମନ୍ତେ…