ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରିଦେଲା: ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ଛାତ୍ରମାନଙ୍କ ପାଇଁ ବିଜୁ ଜନତା ଦଳର ସ୍ୱତନ୍ତ୍ର ସଭ୍ୟ ସଂଗ୍ରହ ଅଭିଯାନ ଏବଂ ତିରିଶ ଜିଲ୍ଲା ପାଇଁ ଡିଜିଟାଲ ଭଲ୍ୟୁଣ୍ଟର କର୍ମଶାଳାକୁ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ଅବସରରେ ଆୟୋଜିତ ସଭାରେ ଉଦବୋଧନ ଦେଇ ଶ୍ରୀ ପଟ୍ଟନାୟକ…