ଓଡିଶାରୁ ଚାରିଧାମକୁ ଗଡିବ ତୀର୍ଥଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ବସ
ଭୁବନେଶ୍ୱର: ତୀର୍ଥଯାତ୍ରୀଙ୍କ ପାଇଁ ଖୁସି ଖବର l ଓଡିଶାରୁ ଚାରିଧାମକୁ ଗଡିବ ତୀର୍ଥଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ବସ । ସ୍ୱଳ୍ପ ଦରରେ ଚାରିଧାମ ବୁଲିପାରିବେ ଶ୍ରଦ୍ଧାଳୁ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ଓଡିଶାରୁ ଅଯୋଧ୍ୟ, ତିରୁପତି, ମଥୁରା ଓ ବୃନ୍ଦାବନ ଭଳି…