ନୂଆ ଗାଇଡଲାଇନ: ଏଣିକି ୩ ଥର ଜେଇଇ ଆଡଭାନ୍ସ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ
ନୂଆଦିଲ୍ଲୀ: ଜେଇଇ ଆଡଭାନ୍ସ ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଏବେଠାରୁ ୩ ଥର ଜେଇଇ ଆଡଭାନ୍ସ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ। ନୂଆ ଗାଇଡଲାଇନ ମୁତାବକ, ଇଚ୍ଛୁକ ପ୍ରାର୍ଥୀ ଲଗାତାର ୩ ବର୍ଷ ପାଇଁ ୩ ଥର ପରୀକ୍ଷା ଦେଇପାରିବେ। ଏହାପୂର୍ବରୁ ଜେଇ ଆଡଭାନ୍ସ ପରୀକ୍ଷା ୨ ବର୍ଷରେ…