ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଭୟଙ୍କର ଅଗ୍ନିକାଣ୍ଡ
ଖୋର୍ଦ୍ଧା: ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଲାଗିଲା ନିଆଁ। ଖୋର୍ଦ୍ଧା ଜିଲ୍ଲା ସାରୁଅସ୍ଥିତ ଏହି ଷ୍ଟୁଡିଓରେ ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ପୋଡ଼ି ଯାଇଥିବା ବେଳେ ଜୀବନହାନୀ ହୋଇ ନଥିବା ଜଣା ପଡିଛି।
ଗତକାଲି…