ଯାତ୍ରାରେ ଅଶ୍ଳୀଳତା: ସ୍ଵତନ୍ତ୍ର ନିୟମ ଆଣିବା ଦାବିରେ ଆଇନ ମନ୍ତ୍ରୀଙ୍କୁ ଭେଟିଲା ଯାତ୍ରା କମିଟି ମହାସଂଘ
ଭୁବନେଶ୍ବର: ଆଜି ଯାତ୍ରା କମିଟି ମହାସଂଘ ପକ୍ଷରୁ ଆଇନ ମନ୍ତ୍ରୀଙ୍କୁ ବିଭିନ୍ନ ଦାବି ଦିଆଯାଇଛି। ଯାତ୍ରାକୁ ପ୍ରୋତ୍ସାହନ ବଦଳରେ ବ୍ୟବସାୟୀକରଣ କରୁଥିବାରୁ ଯାତ୍ରା ଅନୁଷ୍ଠାନକୁ ଯାତ୍ରା ପରିବେଷଣ ପାଇଁ ଏକ ସ୍ବତନ୍ତ୍ର ନିୟମ ପ୍ରସ୍ତୁତ କରିବାକୁ କର୍ମକର୍ତ୍ତାମାନେ ଦାବି କରିଛନ୍ତି। ଏହା ସହ…