ଦୁର୍ବୃତ୍ତଙ୍କ ବୀଭତ୍ସକାଣ୍ଡ, ସ୍ବାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା
କୋରାପୁଟ: ସ୍ବାମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ପିଟିଲେ। ସ୍ତ୍ରୀଙ୍କୁ ମଧ୍ୟ ମାଡ଼ ମାରି ଲହୁଲୁହାଣ କରିଦେଲେ। ସ୍ବାମୀଙ୍କ ଆଖି ଆଗରେ ଛଟଛଟ ହୋଇ ପ୍ରାଣ ହରାଇଲେ ସ୍ତ୍ରୀ। ଏଭଳି ବିଭତ୍ସ, ହୃଦୟ ବିଦାରକ, ଛାତି ଥରାଇଦେଲା ଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ନନ୍ଦପୁର ଥାନା କୁମାରଗନ୍ଧନା…