ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ରୋହିତଙ୍କ ଖେଳିବା ନେଇ ସନ୍ଦେହ
ମୁମ୍ବାଇ: ନ୍ୟୁଜିଲାଣ୍ଡ ନିକଟରୁ ଶୋଚନୀୟ ଭାବେ ପରାଜିତ ହେବା ପରେ ଭାରତୀୟ କ୍ରିକେଟ ଟିମ ଏବଂ ଅଧିନାୟକ ରୋହିତ ଶର୍ମା ସମାଲୋଚିତ ହୋଇଛନ୍ତି । ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମୁକାବିଲାରେ ରୋହିତ ଖେଳିବେ କି ନାହିଁ ସେ ନେଇ ଦ୍ୱନ୍ଦ୍ୱ ସୃଷ୍ଟି…