ଗଙ୍ଗୁଆ କେନାଲରେ ବୁଡ଼ି ଯୁବକ ମୃତ
ଭୁବନେଶ୍ବର: ଚକେଇସିଆଣି ଗଙ୍ଗୁଆ କେନାଲରେ ଆଜି ଏକ ବଡ଼ ଅଘଟଣ ଘଟିଛି। କେନାଲରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତବକ, ମୃତକ ଚକେଇସିଆଣି ଅଞ୍ଚଳର ବୋଲି ଜଣାପଡିଛି। କେଉଁ କାରଣରୁ ସେ କେନାଲରେ ବୁଡ଼ି ଯାଇଥିଲେ ତାହା ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ…