ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଆଶଙ୍କା; ବଡ଼ ବର୍ଷା ସମ୍ଭାବନା
ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଫଳରେ ନଭେମ୍ବର ପ୍ରଥମ ସପ୍ତାହରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୬-୭ରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହା ଘନୀଭୂତ ହୋଇ…