ପୁଣି ମହାବଳ ବାଘ ଆତଙ୍କ; ଭୟରେ ଅଞ୍ଚଳବାସୀ
ଗଞ୍ଜାମ: ଦିଗପହଣ୍ଡି ବ୍ଳକ ଖମାରୀ ଗାଁରେ ମହାବଳ ଆତଙ୍କ। ବାଘ ଆତଙ୍କରେ ଭୟରେ ଅଞ୍ଚଳବାସୀ। ଏପରିକି ଘରୁ ପଦାକୁ ଗୋଡ଼ କାଢ଼ିବାକୁ ସୁରକ୍ଷିତ ମଣୁ ନାହାଁନ୍ତି। ପଦ୍ମପୁର ଗାଁରେ ଗୋଟିଏ ଗାଈକୁ ମହାବଳ ମାରି ଖାଇଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ଗାଁରେ ଭୟର ଆତଙ୍କ ଖେଳିଯାଇଛି।…