କାନାଡା ପରେ ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବ ଆମେରିକା !
ନୂଆଦିଲ୍ଲୀ: ଶିଖ ବିଚ୍ଛିନ୍ନତାବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ଖରାପ ସ୍ଥିତିରେ ପହଞ୍ଚିଛି। ଏ ସମ୍ପର୍କରେ ଉଭୟ ଦେଶର କୂଟନୀତିଜ୍ଞଙ୍କୁ ବହିଷ୍କାର କରାଯାଇଛି। ଏହି ସମୟରେ ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ…