Latest Odisha News

BREAKING NEWS

Yearly Archives

2024

୮ କୋଟି ଦେଲେନି ବୋଲି ୮୦୦ କିମି. ଦୂରରେ ଫୋପାଡିଦେଲେ ସ୍ବାମୀଙ୍କ ମୃତଦେହ

ହାଇଦ୍ରାବାଦ: ତେଲେଙ୍ଗାନାରୁ ଜଣେ କଫି ବ୍ୟବସାୟୀ ରମେଶଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି କର୍ଣ୍ଣାଟକ ପୋଲିସ। ଏହି ହତ୍ୟାକାଣ୍ଡର ସମାଧାନ ପାଇଁ ପୋଲିସ ଚାରିଟି ଦଳ ଗଠନ କରି ରମେଶଙ୍କ ଦ୍ୱିତୀୟ ପତ୍ନୀଙ୍କ ସମେତ ତିନିଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସର ତଦନ୍ତ ଅନୁଯାୟୀ,…

ରାଜଧାନୀର ୨୫ଟି ସ୍ଥାନରେ ଖୋଲିବ ଅସ୍ଥାୟୀ ବାଣ ଦୋକାନ

ଭୁବନେଶ୍ୱର: ଓଡ଼ିଶାର ରାଜଧାନୀର ୨୫ଟି ସ୍ଥାନରେ ବାଣ ବିକ୍ରୟ ପାଇଁ ଅସ୍ଥାୟୀ ବଜାର ଖୋଲିବା ପାଇଁ ଅନୁମତି ଦିଆଯାଇଛି। ଏନେଇ ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୋମବାର ସୂଚନା ଦେଇଛନ୍ତି। ଦୋକାନରେ ୩୦୦ କେଜିରୁ ଅଧିକ ବାଣ ରଖିପାରିବେ ନାହିଁ। ଡିସିପି କହିଛନ୍ତି, ଅସ୍ଥାୟୀ ବାଣ ଦୋକାନ…

୩୦ ବର୍ଷ ପରେ କମ୍ ବ୍ୟାକ୍: ପୁଣି ସିନେମା ହଲରେ ‘କରନ ଅର୍ଜୁନ୍’

ମୁମ୍ବାଇ: ପୁଣି ସିନେମା ହଲକୁ ଆସିବାକୁ ଯାଉଛି ୧୯୯୫ର ବ୍ଲକ ବଷ୍ଟର, ଦୁଇ ଖାନ୍ ଭାଇଙ୍କ ସୁପରହିଟ୍ ଯୋଡି କରନ- ଅର୍ଜୁନ୍ । ପୁଣି ମୁକ୍ତିଲାଭ କରିବାକୁ ଯାଉଛି ଶାହାରୁଖ ଖାନ୍, ସଲମାନ ଖାନଙ୍କ ଅଭିନୀତ ଫିଲ୍ମ ‘କରନ ଅର୍ଜୁନ’ । ଆସନ୍ତା ନଭେମ୍ବରରେ ଏହା ପୁଣି ଥରେ ସିନେମା ହଲରେ ରି-ରିଲିଜ୍…

ସରକାର ଛଟେଇ ବନ୍ଦ କରନ୍ତୁ, ଆମକୁ ଏନଏଚଏମରେ ଆଡ୍ କରାଯାଉ

ଭୁବନେଶ୍ବର: ରୋଗୀମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଉଥିବା ନର୍ସିଙ୍ଗ ଅଫିସର, ଏଏନଏମ, ଫାର୍ମାସିଷ୍ଟ ଓ ଏଲ.ଟି ମାନେ ରାଜ ରାସ୍ତାକୁ ଓହ୍ଲାଇଛନ୍ତି। ଅନେକ ଦାବି ନେଇ ଆଜି ଲୋୟର ପିଏମଜିରେ ଧାରଣା ମଧ୍ୟ ଦେଉଛନ୍ତି। ମହାମାରୀ କୋଭିଡ ଭଳି ସଂକଟାପନ୍ନ ପରିସ୍ଥିତିରେ ସ୍ଵସ୍ତ୍ୟ ବିଭାଗର …

୨୦୨୫କୁ ନେଇ ବାବା ଭେଙ୍ଗାଙ୍କ ଚାଞ୍ଚଲ୍ୟକର ଭବିଷ୍ୟବାଣୀ

ନୂଆଦିଲ୍ଲୀ: ସାଧାରଣତଃ ଭବିଷ୍ୟବାଣୀରେ ବିଶ୍ୱାସ ନକରିବାକୁ ପରାମର୍ଶ ଦିଆଯାଏ ଏବଂ କେହିକେହି ଏହାକୁ ଅନ୍ଧବିଶ୍ୱାସ ବୋଲି ବିବେଚନା କରିଥାନ୍ତି। କିଛି ଭବିଷ୍ୟଦବକ୍ତା ଅଛନ୍ତି ଯେଉଁମାନଙ୍କ ଭବିଷ୍ୟବାଣୀ ଆଜି ସତ୍ୟ ବୋଲି ପ୍ରମାଣିତ ହେଉଛି। ଏହିପରି ଭବିଷ୍ୟଦବକ୍ତାମାନଙ୍କ ମଧ୍ୟରେ…

କାହାକୁ ଭରସା କରିବେ ଝାଡ଼ଖଣ୍ଡ ଆଦିବାସୀ?

ନୂଆଦିଲ୍ଲୀ: ଜେଏମଏମର ଆଦିବାସୀ ଭୋଟବ୍ୟାଙ୍କ ଭାଙ୍ଗିପାରିବ କି ବିଜେପି? ହରିୟାଣା ବିଜୟ ପରେ ଜୋଶରେ ବିଜେପି । ଜେଏମଏମ ବିରୋଧରେ ଶାସନ ବିରୋଧୀ ହାଓ୍ବାକୁ ଅସ୍ତ୍ର କରି ଝାଡ଼ଖଣ୍ଡ ହାତେଇବାକୁ ଚଳାଇଛି ଉଦ୍ୟମ। ପଡୋଶୀ ରାଜ୍ୟ ଓଡିଶାରେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରେ ବସାଇ ପିଚ୍…

ବଡ ପରଦାରେ ଧମାକା କରିବ ‘ମିର୍ଜାପୁର ଦ ଫିଲ୍ମ’, ଆସିଲା ଟିଜର

ମୁମ୍ବାଇ: ଦର୍ଶକଙ୍କ ପାଇଁ ଖୁସି ଖବର। ଓଟିଟିରେ ଧମାକା ପରେ ଥିଏଟର ରିଲିଜ ପାଇଁ ପ୍ରସ୍ତୁତ ଅଛି ବହୁଲୋକପ୍ରିୟ ୱେବ ସିରିଜ'ମିର୍ଜାପୁର ଦ ଫିଲ୍ମ'। ଓଟିଟିର ଦୁନିଆର ସବୁଠାରୁ ଲୋକପ୍ରିୟ କ୍ରାଇମ୍ ଡ୍ରାମା ସିରିଜ 'ମିର୍ଜାପୁର' ବର୍ତ୍ତମାନ ବଡ ପରଦାରେ ରିଲିଜ ହେବାକୁ ଯାଉଛି। ଆଜି…

ଲୋୟର ପିଏମଜିରେ ଆଶାୟୀ ହିନ୍ଦୀ ସଂସ୍କୃତ ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ବର: ରାଜ୍ୟରେ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଅବହେଳିତ କରାଯାଉଛି। ବହୁତ କଷ୍ଟରେ ଏଣ୍ଟ୍ରାନ୍ସ ପାସ କରି ସଂସ୍କୃତ ପଢି ମଧ୍ୟ ସେମାନଙ୍କୁ ମିଳୁନି ସେମାନଙ୍କ ଅଧିକାର। ସେମାନେ ସଂସ୍କୃତ ହିନ୍ଦୀ ପଢିବା ସହ ବିଏଡ ମଧ୍ୟ କରିଛନ୍ତି। ହେଲେ ସରକାରଙ୍କ ଦ୍ବାରା…

ପ୍ରଧାନମନ୍ତ୍ରୀ ଓ ପ୍ରଧାନ ବିଚାରପତିଙ୍କ ମଧ୍ୟ କଣ ହୋଇଥିଲା ଆଲୋଚନା: ମୁହଁ ଖୋଲିଲେ ଡିୱାଇ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ: ଅବସର ନେବା ପୂର୍ବରୁ ମୁହଁ ଖୋଲିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼। ଗଣେଶ ପୂଜା ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ସହ କଣ ଆଲୋଚନା କରିଥିଲେ ସେନେଇ ଚର୍ଚ୍ଚା ଜୋର ଧରିଥିଲା। ଏହି ଘଟଣାକୁ ନେଇ ରାଜନୈତିକ ଆଲୋଚନା ଜୋରଦାର…

‘ଦୁର୍ନୀତି ହେଉଛି ବିକାଶ ପଥର ମୁଖ୍ୟ ବାଧକ’

ପୁରୀ: ଚଳିତ ବର୍ଷ ଅକ୍ଟୋବର ୨୮ ତାରିଖ ଠାରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ଆଜି ସକାଳ ୧୧ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ ।…