୮ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଓଡିଶାର ୮ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀ। ଏହି ଜିଲ୍ଲା ଗୁଡିକରେ ସାମାନ୍ୟରୁ…