Latest Odisha News
Yearly Archives

2024

‘ରତନ ଟାଟା’ ଏକ ଏମିତି ମଣିଷ: ଭାଇ ତ ଭାଇ ନିଜ ରୋଷେୟା ଏବଂ କୁକୁର ନାଁରେ ରଖିଯାଇଛନ୍ତି କୋଟି କୋଟି…

ମୁମ୍ବାଇ: ମନେ ପଡୁଛନ୍ତି ରତନ ଟାଟା। ଏକ ଏମିତି ମଣିଷ ଯିଏ ବେଜୁବାନଙ୍କ କଥା ବି ବୁଝିପାରୁଥିଲେ। ଭାରତର ଅର୍ଥନୀତିକୁ ଶୀର୍ଷରେ ରଖି ଆଜି ସମସ୍ତଙ୍କୁ ସେ ଛାଡ଼ି ଚାଲିଯାଇଛନ୍ତି। ଆଜି ତାଙ୍କ କଥା ଭାବିଲା ବେଳକୁ ପୁରା ଭାରତର ଅଶ୍ରୁ ଝରୁଛି। ଭାରତ ରତ୍ନ ପାଇନଥିଲେ ସତ ହେଲେ ପଦ୍ମ ପୁରସ୍କୃତ…

ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ମାଓବାଦୀ ନିହତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନ ବୁଦାନାଇ ଜଙ୍ଗଲରେ ପୁଣି ସକ୍ରିୟ ହୋଇଛନ୍ତି ମାଓବାଦୀ । ଆଜି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ତେବେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ରହିଛି । ମିଳିଥିବା ସୂଚନା…

ମୋଦି ସରକାରଙ୍କ ଦୀପାବଳି ଭେଟି: ମୁଦ୍ରା ଯୋଜନା ଅଧୀନରେ ମିଳିବ ଡବଲ ଋଣ

ନୂଆଦିଲ୍ଲୀ: ଦିପାବଳୀ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଏକ ବଡ ଉପହାର ଦେଇଛନ୍ତି। ଅର୍ଥାତ୍ ଉଦ୍ୟୋଗୀମାନଙ୍କୁ ମୁଦ୍ରା ଯୋଜନା ଅଧୀନରେ ମିଳିବ ଡବଲ ଋଣ। ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଅଧୀନରେ ଉପଲବ୍ଧ ଋଣର ସୀମା ଦ୍ୱିଗୁଣିତ ହୋଇଛି। ବର୍ତ୍ତମାନ ଆପଣ…

ବାତ୍ୟାରେ ଘର ଭାଙ୍ଗିଥିବା ପରିବାରଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ୱର: ବାତ୍ୟାରେ ଯେଉଁ ପରିବାରଙ୍କ ଘର ଭାଙ୍ଗିଯାଇଛି, କିମ୍ବା କଚ୍ଚା ଘର କ୍ଷତିଗ୍ରସ୍ତ ହୋଇଛି ସେମାନଙ୍କୁ ସରକାର ପକ୍କା ଘର ପାଇଁ ସହାୟତା ପ୍ରଦାନ କରିବେ। ଆଜି ବାତ୍ୟା ପରବର୍ତ୍ତୀ ଆଲୋଚନାରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ମନ୍ତ୍ରୀ…

ଦିନବେଳେ ଅଧିକ ସମୟ ପର୍ଯ୍ୟନ୍ତ ଶୋଉଛନ୍ତି କି ?

ନୂଆଦିଲ୍ଲୀ: ଅଧିକାଂଶ ସମୟରେ ଲୋକଙ୍କୁ କହିଥିବାର ଶୁଣିଥିବେ ସକାଳେ ଶୀଘ୍ର ଉଠିବାରେ ସମସ୍ୟା ହୋଇଥାଏ। ଦିନରେ ଖାଇବା ପରେ ନିଦ ଆସେ। ଯଦି ଆପଣ ସେହି ଲୋକଙ୍କ ମଧ୍ୟରେ ଅଛନ୍ତି ଯେଉଁମାନେ ଅଧିକ ଶୋଇବା ପସନ୍ଦ କରନ୍ତି ତେବେ ସାବଧାନ ହୋଇ ଯାଆନ୍ତୁ। ଯଦି ଆପଣ ପ୍ରତିଦିନ ଅପରାହ୍ନରେ ଶୋଇବା…

ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ

ଭୁବନେଶ୍ୱର: ପୁଣି ଝାରପଡ଼ା ଜେଲ୍ ଭିତରେ ମାରପିଟ୍‌ ହେବା ଘଟଣା ସାମ୍ନାକୁ ଆସିଛି । ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ମାରପିଟ୍‌ ପରେ ଜେଲରେ ଏମର୍ଜେନ୍ସି ସାଇରନ୍‌ ବାଜି ଉଠିଥିଲା । ଖବର ପାଇ ଲକ୍ଷ୍ମୀସାଗର ପୋଲିସ ଜେଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ…

ସୁଶାନ୍ତ ସିଂହଙ୍କ ମୃତ୍ୟୁ ମାମଲା: ରିୟାଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ସିବିଆଇର ଲୁକ୍ ଆଉଟ୍ ସର୍କୁଲାର ନୋଟିସକୁ ରଦ୍ଦ କରି ଦେଇଛନ୍ତି ସୁପ୍ରିମକୋର୍ଟ। ୨୦୨୦ ରେ ସିବିଆଇ ଦ୍ୱାରା ଜାରି କରାଯାଇଥିବା ଏହି ଲୁକ୍ ଆଉଟ୍…

ବାତ୍ୟା ଦାନା ପ୍ରଭାବ: ପୁରୀରେ ସବୁଠୁ ଅଧିକ ବର୍ଷିଲା

ଭୁବନେଶ୍ୱର: ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି ବାତ୍ୟା ଦାନା। ଶୁକ୍ରବାର ରାତି ୧୨.୫ରେ ସ୍ଥଳଭାଗ ଛୁଇଁଥିବା ବେଳେ ଆଜି ସକାଳେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ କରିଛି ଦାନା। ବର୍ତ୍ତମାନ ଭୀଷଣ ବାତ୍ୟା, ବାତ୍ୟା ରୂପ ନେଇଥିବା ବେଳେ ଧୀରେ ଧୀରେ ଗଭୀର ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ…

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ସିଂହଦ୍ଵାର ଆଉ ବେଳାଭୂମି…

ପୁରୀ: ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ। ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ବାତ୍ୟାର ପ୍ରଭାବ କମିବା ପରେ ପର୍ଯ୍ୟଟକଙ୍କ ପାଇଁ ଥିବା କଟକଣା ପ୍ରତ୍ୟାହୃତ କରାଯାଇଛି। ତେବେ ବାତ୍ୟା ଲ୍ୟାଣ୍ଡଫଲ୍…

କାନାଡାର ଖଲିସ୍ତାନୀମାନଙ୍କ ପ୍ରତି ସତର୍କ ରୁହନ୍ତୁ: ଭାରତୀୟ ଛାତ୍ରଛାତ୍ରୀଙ୍କୁ ସତର୍କ କରାଇଲେ ସଞ୍ଜୟ ବର୍ମା

ନୂଆଦିଲ୍ଲୀ: ଭାରତ ଏବଂ କାନାଡା ମଧ୍ୟରେ ତିକ୍ତତା ବଢିବା ପରେ ଦେଶକୁ ଫେରିଥିବା କୂଟନୀତିଜ୍ଞ ସଞ୍ଜୟ ବର୍ମା ଭାରତୀୟ ଛାତ୍ରଛାତ୍ରୀଙ୍କୁ କାନାଡାର ଖଲିସ୍ତାନୀ ପ୍ରଭାବ ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଯେ କାନାଡାର ଭାରତୀୟ ଛାତ୍ରଛାତ୍ରୀଙ୍କ ଆଖପାଖ ବିଷୟରେ ସଚେତନ…