Latest Odisha News

BREAKING NEWS

Yearly Archives

2024

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଭେଟି, ମିଳିବ ୨୪ ଘଣ୍ଟିଆ ବିଜୁଳି

ଲକ୍ଷ୍ନୌ: ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଉପହାର । ଅକ୍ଟୋବର ୨୮ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କୌଣସି ସ୍ଥାନରେ ହେବନାହିଁ ବିଜୁଳି କାଟ । ଏଭଳି ଏକ ନିଷ୍ପତି ନେଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଯୋଗୀ ଆଦିତ୍ୟନାଥ ସମସ୍ତ ଅଧିକାରୀମାନଙ୍କୁ…

ଦିନ ୧ଟା ସୁଦ୍ଧା ରାସ୍ତା ସଫେଇ କାମ ସରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଅଧରାତିର ପ୍ରଳୟ ରଚିଛି ବାତ୍ୟା ‘ଦାନା’ । ‘ଦାନା’ ପ୍ରଭାବରେ ତିନି ଜିଲ୍ଲାରେ ବ୍ୟପକ କ୍ଷୟକ୍ଷତି ହୋଇଛି । କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଜିଲ୍ଲାର ଅଧିକାଶଂ ସ୍ଥାନରେ ଅଧିକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି । ଆଜି ସକାଳୁ ସକାଳୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ…

ଇନ୍‌-ସ୍ପେସ୍‌ ଅଧୀନରେ ମହାକାଶ କ୍ଷେତ୍ର ପାଇଁ ୧ ହଜାର କୋଟିର ପାଣ୍ଠି ମଞ୍ଜୁରି: ସ୍ପେସ୍ ଷ୍ଟାର୍ଟଅପ୍‌କୁ କରିବ…

ନୂଆଦିଲ୍ଲୀ: ଭାରତର ମହାକାଶ କ୍ଷେତ୍ରକୁ ମଜଭୁତ କରିବା ଉଦ୍ଦେଶ୍ୟରେ ପ୍ରଧା‌ନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୧ ହଜାର କୋଟି ଟଙ୍କାର ଏକ ଭେଞ୍ଚର କ୍ୟାପିଟାଲ (ଭିସି) ପାଣ୍ଠିକୁ ଅନୁମୋଦନ କରାଯାଇଛି। ଯାହା ସ୍ପେସ ସେକ୍ଟରରେ ଷ୍ଟାର୍ଟଅପକୁ…

କେଉଁଠି ଖୁସି ତ କେଉଁଠି ଦୁଃଖ ଦେଇଗଲା ‘ଦାନା’, ବାତ୍ୟା ବେଳେ ଜନ୍ମ ନେଲେ ୧୬୦୦ ଶିଶୁ

ଭୁବନେଶ୍ଵର: ଭୀଷଣ ବାତ୍ୟାର ରୂପ ନେଇ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁଛି ‘ଦାନା’। କେଉଁଠି ଘର ଦ୍ଵାର ଭାଙ୍ଗି ଲୋକଙ୍କୁ ଦୁଃଖ ଦେଇଯାଇଛି ତ କେଉଁଠି ଦେଇଛି ଖୁସି ଖବର । ବାତ୍ୟା ବେଳେ ରାଜ୍ୟରେ ଜନ୍ମ ନେଇଛନ୍ତି ପ୍ରାୟ ୧୬୦୦ ଶିଶୁ । ଗତକାଲି ରାତିରେ ଏସ୍‌ଆରସିଙ୍କ…

ସେନା ଗାଡି ଉପରେ ବଡ଼ଧରଣର ଆତଙ୍କୀ ଆକ୍ରମଣ: ୨ ଯବାନ ସହିଦ, ୨ ଶ୍ରମିକ ମୃତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ବରମୁଲ୍ଲା ଅନ୍ତର୍ଗତ ଗୁଲମର୍ଗରେ ବଡ଼ଧରଣର ଆତଙ୍କୀ ହମଲା ହୋଇଛି। ସେନା ଗାଡି ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ୨ ଜଣ ଯବାନ ସହିଦ ହୋଇଛନ୍ତି। ସେହିପରି ସେନାରେ କାର୍ଯ୍ୟ କରୁଥିବା ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହା ବ୍ୟତୀତ…

ଅମୃତ ଷ୍ଟେସନ ଯୋଜନାରେ ପାରଳାଖେମୁଣ୍ଡି ରେଳ ଷ୍ଟେସନର ପୁନର୍ବିକାଶ

ପାରଳାଖେମୁଣ୍ଡି: ରେଳ ମନ୍ତ୍ରଣାଳୟ ଦ୍ୱାରା ଘୋଷିତ ୫୭ ଟି ଅମୃତ ଷ୍ଟେସନ ମଧ୍ୟରୁ ପାରଳାଖେମୁଣ୍ଡି ରେଳ ଷ୍ଟେସନକୁ ପ୍ରାୟ ୧୨ କୋଟି ଟଙ୍କା ପୁଞ୍ଜି ବିନିଯୋଗରେ ପୁନର୍ବିକାଶ କରାଯାଉଅଛି | ଏହି ପଦକ୍ଷେପଟି ଓଡିଶାର ଐତିହାସିକ ସମୃଦ୍ଧ ଅଞ୍ଚଳରେ ସଂଯୋଗୀକରଣ ବୃଦ୍ଧି ଏବଂ ଯାତ୍ରୀଙ୍କ ସୁବିଧାରେ…

ସ୍ବାଭାବିକ ହେଲା ଭୁବନେଶ୍ବରରେ ବିମାନସେବା

ଭୁବନେଶ୍ଵର: ସ୍ବାଭାବିକ ହେଲା ଭୁବନେଶ୍ବରରେ ବିମାନସେବା । ବାତ୍ୟା ‘ଦାନା’ ପାଇଁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ସକାଳ ୮ଟାରୁ ତାହା ସ୍ୱାଭାବିକ ହୋଇଛି। ଏନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି । ବାତ୍ୟା ପାଇଁ କାଲି…

ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’, ସକାଳ ଯାଏଁ ରଚିଲା ତାଣ୍ଡବ

ଭୁବନେଶ୍ଵର: ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଭିତରକନିକାରୁ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା । ଭିତରକନିକା ହାବାଳିଖଟିରେ ବାତ୍ୟାର ଲ୍ୟାଣ୍ଡଫଲ । ମଧ୍ୟରାତ୍ରି ପ୍ରାୟ ସାଢେ ଗୋଟାଏରୁ ସାଢେ ୩ଟା ମଧ୍ୟରେ ସ୍ଥଳଭାଗ…

ବାତ୍ୟା ମୁକାବିଲା ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉପକୂଳ ଆଡକୁ ଭୀଷଣ ବେଗରେ ମାଡି ଆସୁଛି ବାତ୍ୟା 'ଦାନା' । ଏବେ ପାରାଦୀପ ଠାରୁ ୮୦ କିଲୋମିଟର ଏବଂ ଧାମରା ଠାରୁ ୧୧୦ କିଲୋମିଟର ଦୂରରେ ରହିଛି 'ଦାନା' । ଘଣ୍ଟାକୁ ୧୦ରୁ ୧୨ କିମି ବେଗରେ ଆଗକୁ ବଢୁଛି ଏହି ସାମୁଦ୍ରିକ ଝଡ଼ । ତେବେ ବାତ୍ୟା 'ଦାନା' ମୁକାବିଲା ପାଇଁ ରାଜ୍ୟ…

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା

ନୂଆଦିଲ୍ଲୀ: ଜଷ୍ଟିସ୍ ସଞ୍ଜୀବ ଖାନ୍ନା ହେବେ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି । ବର୍ତ୍ତମାନର ପ୍ରଧାନ ବିଚାରପତି ଅଛନ୍ତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ । ସେ ଅବସର ନେବା ପରେ ଜଷ୍ଟିସ ଖାନ୍ନା ନଭେମ୍ବର ୧୧ ତାରିଖରେ ପ୍ରଧାନ ବିଚାରପତି ଭାବେ ଶପଥ ନେବେ । ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ…