ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମିନତୀ ବେହେରା
ଭୁବନେଶ୍ୱର: ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତୀ ବେହେରାଙ୍କୁ ଦାୟିତ୍ୱରୁ ହଟାଇ ଦେଇଛନ୍ତି ମୋହନ ସରକାର । ତାଙ୍କ ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି…